-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ

03-Jul-2026



ଡୁଙ୍ଗୁରିପାଲି 0୨/୭(ପ୍ରେରଣା ଖବର ): ବିଦ୍ୟୁତର ସଚେତନତା ଜୀବନର ସୁରକ୍ଷା ଏହି ଉଦ୍ଦେଶ୍ୟ ନେଇ ଆଜି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ  ପାଳିତ ହୋଇଯାଇଛି ।ସଭାରେ ମୁଖ୍ୟ  ଅତିଥି ଭାବରେ ସୋନପୁର ବିଦ୍ୟୁତ୍ ବିଭାଗର ସୂପରିଟେଣ୍ଡିଙ୍ଗ ଇଞ୍ଜିନିୟର ଦେବବ୍ରତ ପାଣିଗ୍ରାହୀ  ଯୋଗଦାନ କରି ବିଦ୍ୟୁତ୍ ବ୍ୟବହାର ସମୟରେ  ସତର୍କତା ଓ ସଚେତନତାର ଆବଶ୍ୟକତା ବିଷୟରେ ମତ ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ  ବିଦ୍ୟୁତ୍ ବିଭାଗର ସହକାରୀ ଯନ୍ତ୍ରୀ ଶ୍ରୀଯୁକ୍ତ ପ୍ରଭୁଦତ୍ତ ମହାନନ୍ଦ ପାୱାର ପଏଣ୍ଟ   ମାଧ୍ୟମରେ ବିଦ୍ୟୁତ୍ର ସୁରକ୍ଷା ବିଷୟରେ ସୁନ୍ଦର ଭାବରେ ଉପସ୍ଥାପନ କରିଥିଲେ । ଶିକ୍ଷାବିଦ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ  ଯୋଗଦାନ କରି ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଆୟୋଜିତ ସଚେତନତା ଶୋଭାଯାତ୍ରାକୁ ମୁଖ୍ୟ ଅତିଥି ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିବା ସହ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତିପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରିଥିଲେ।  ଛାତ୍ରୀ ଶ୍ରିମୟୀ ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ କୋଶଲ ସୁନ୍ଦରୀ ପାୟଲ ବିଶ୍ଵକର୍ମା  ନୃତ୍ୟ  ପରିବେଷଣ କରିଥିଲେ ।

ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ, ସଞ୍ଜୀବ କୁମାର ପୂଜାରୀ, ଆଲୁମିନି ସଦସ୍ୟ କିରନ କୁମାର ପଟେଲ , ଲିପି ପ୍ରଧାନ,  କର୍ମଚାରୀ ସୁରଜ୍ ଖମାରୀ, ସମୀର କଠାର,ବିଭୀଷଣ ଖମାରୀ  ଓ ମିନିକେତନ ଦାସ ସହାୟୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like