-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||     

HOME   ଜିଲ୍ଲା

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି

03-Jul-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଦପଲା କ୍ଲଷ୍ଟର ବଉଲସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ  ପୂର୍ବତନ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ମହାନ୍ତି ଗତ ଜୁନ ମାସ ୩୦ ତାରିଖ ଦିନ ଚାକିରୀ ଜୀବନରୁ ଅବସର ଗ୍ରହଣ କରିବା ପରେ ବୁଧବାର ବିଦ୍ୟାଳୟ ପରିସରରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ରହିତାଶ୍ଵ ମଲିକଙ୍କ ଅଧ୍ୟକ୍ଷତାରେ ସେବାନିବୃତ୍ତ ସମ୍ୱର୍ଦ୍ଧନା ଦିଆଯାଇଥିଲା। ସଭାରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଲି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୀଳମଣି ପଣ୍ଡା, ଶ୍ରୀମତୀ ଲଷ୍ମୀ ମଲିକ, ପୂର୍ବତନ ଏବିଇଓ ଦୁର୍ଗା ଚରଣ ପ୍ରଧାନ, ପ୍ରଧାନ ଶିକ୍ଷକ ଅଶୋକ କୁମାର ପ୍ରଧାନ, ନାରାୟଣ ମହାକୁଡ଼, ସି.ଆର.ସି.ସି ଶ୍ରୀମନ୍ତ କଅଁର, ସ୍ଥାନୀୟ ସମିତି ସଭ୍ୟାଙ୍କ ପ୍ରତିନିଧି ସୁଶୀଲ ପୁରୋହିତ ମଞ୍ଚାସୀନ ରହି ଶ୍ରୀ ମହାନ୍ତିଙ୍କ ଶିକ୍ଷକତା ଜୀବନୀ ବିଷୟରେ କହିବା ସହ ତାଙ୍କ ନିଷ୍ଠା ଓ ତାଙ୍କ ବିଭିନ୍ନ କଳା ବିଷୟରେ ଅତିଥି ମାନେ ବକ୍ତବ୍ୟ ରଖିଥିଲେ | ସଭାକୁ ବିଦ୍ୟାଳୟର ଶିକ୍ଷକ କେଶବ ପ୍ରଧାନ ସଂଯୋଜନା କରିଥିଲେ। ଏହି ଅବସରରେ ଶ୍ରୀ ମହାନ୍ତି ଓ ଅବସରପ୍ରାପ୍ତ ଏବିଇଓ ଦୁର୍ଗା ଚରଣ ପ୍ରଧାନଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ୱର୍ଦ୍ଧନା ଦିଆଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ରାଜୀବ ସାହୁ, ଲିଙ୍ଗରାଜ ଛତ୍ରିଆ, ଗୀତାଞ୍ଜଳି ବେହେରା ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026

You Might Also Like