-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||     

HOME   ଜିଲ୍ଲା

କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,

03-Jul-2026



ବରପାଲି - (ସୁଦାମ ଦୀପ)କମଗାଁ ମହାବିଦ୍ୟାଳୟ, ବରଗଡ ଜିଲ୍ଲାର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ  ଏହି ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲ, ଆଜି ତାଙ୍କର ସେବାରୁ ନିବୃତ୍ତ ହୋଇଛନ୍ତି ସେ 1992 ମସିହାରୁ 2026 ମସିହା ପର୍ଯ୍ୟନ୍ତ ଅର୍ଥାତ 34 ବର୍ଷରୁ ଉର୍ଦ୍ଧ୍ୱ କାଳ ଶିକ୍ଷାନୁଷ୍ଠାନ ପ୍ରତି ସେବା ପ୍ରଦାନ କରି ଆଜି ତାଙ୍କର ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି ସେ ଜଣେ ଛାତ୍ର ବତ୍ସଳ ଶିକ୍ଷକ ଥିଲେ କମଗାଁ ମହାବିଦ୍ୟାଳୟକୁ ତଥା ଛାତ୍ର ଛାତ୍ରୀ ମାନଙ୍କୁ ଶୃଙ୍ଖଳିତ କରିବାରେ ତାଙ୍କର ଭୂମିକା ଗୁରୁତ୍ୱ ପୂର୍ଣ୍ଣ  ସେ ନିଷ୍ଠାର ସହିତ ନିଜ ଚାକିରୀ ଜୀବନକୁ ଉପଭୋଗ କରିଥିଲେ ପ୍ରତ୍ୟେକ କାମରେ କଲେଜର କର୍ମଚାରୀ ମାନେ ତାଙ୍କୁ ସହାୟତା ପ୍ରଦାନ କରୁଥିଲେ. କଲେଜରେ ଠିକ ସମୟରେ ଶିକ୍ଷାଦାନ ହେଉ, ଅଧ୍ୟାପକ ଅଧ୍ୟାପିକା ମାନେ ସମୟାନୁବର୍ତ୍ତୀ ହୋଇ ଶ୍ରେଣୀ ଗୃହରେ ଶିକ୍ଷା ଦାନ କରନ୍ତୁ, ଏହା ତାଙ୍କର ଲକ୍ଷ୍ୟ ଥିଲା ସେ ଛାତ୍ର ଛାତ୍ରୀଙ୍କ ସହିତ ଦିନେ ଦେଖା ନ ହେଲେ, କି ଶିକ୍ଷାଦାନ ନ କଲେ ତାଙ୍କୁ ସେ ଦିନଟି ଭଲ ଲାଗୁ ନ ଥିଲା ଏପରିକି ଅବସର ଗ୍ରହଣ କରିବା ଦିନ ମଧ୍ୟ କଲେଜରେ ଶିକ୍ଷାଦାନ କରିଥିଲେ  ସେ କଲେଜ ମଧ୍ୟରେ ଏକ ଶୃଙ୍ଖଲିତ ପରିବେଶ ସୃଷ୍ଟି କରିଥିଲେ.. ଏହା ପରେ ତାଙ୍କ ପାଇଁ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ସଭାରେ ସଭାପତିତ୍ବ କରିଥିଲେ, ପ୍ରାଧ୍ୟାପକ ହରେକୃଷ୍ଣ ଦେବତା. ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର ପ୍ରାକ୍ତନ ଉପାଧ୍ୟକ୍ଷ ଡ଼ କାମଦେବ ସାହୁ,  ଏସ ବି ଟ୍ରଷ୍ଟର ଟ୍ରଷ୍ଟି ଶ୍ରୀଯୁକ୍ତ ରଂଜିତ ସାହୁ,ମହାବିଦ୍ୟାଳୟର ପୂର୍ବତନ ସଭାପତି ଶ୍ରୀଯୁକ୍ତ ପ୍ରବୋଧ ପ୍ରଧାନ,ପଂଚାୟତ ମହାବିଦ୍ୟାଳୟ, ବରଗଡର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ପତିତପାବନ ସାହୁ, ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦଧିବାମନ ଦାଶ, ଗଣଦୃଷ୍ଟିର ଜିଲ୍ଲା କରିସ୍ପଣ୍ଡେଟ ଶ୍ରୀଯୁକ୍ତ ଉମେଶ ବିଶ୍ୱାଳ, ପୂର୍ବତନ ବାୟୁସେନା ପାଇଲଟ ଶ୍ରୀଯୁକ୍ତ ସରୋଜ ଦେବତା, ଓ ପ୍ରାଧ୍ୟାପକ ରବିନାରାୟଣ ସାହୁ, +3 ଅଧ୍ୟକ୍ଷ ଡ଼ ରତିକାନ୍ତ ସାହୁ .ଏହି ସଭାରେ ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ଛାତ୍ର ଛାତ୍ରୀଙ୍କ ସହିତ ଅନ୍ୟାନ୍ୟ ପୁରାତନ ଛାତ୍ର ଛାତ୍ରୀଙ୍କ ସହିତ ପରିଚାଳନା ସମିତି, ଉପଦେଷ୍ଟା ମଣ୍ଡଳୀର ସଭ୍ୟ ସଭ୍ୟା ଅଂଶ ଗ୍ରହଣ କରିଥିଲେ ଛାତ୍ର ଛାତ୍ରୀ ତଥା ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଅଧ୍ୟକ୍ଷ ପଟେଲଙ୍କ ସହିତ ବିତି ଥିବା ସମୟକୁ ସ୍ମୃତିଚାରଣ କରିଥିଲେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ବିଦାୟ ଏକ ଶୋକାକୁଳ ପରିବେଶ ସୃଷ୍ଟି କରିଥିଲା  ଅଧ୍ୟକ୍ଷ ପଟେଲ ମହାବିଦ୍ୟାଳୟର ଚିରା ଚରିତ ପ୍ରଥାକୁ ବଜାୟ ରଖିବା ପାଇଁ ଛାତ୍ର ଛାତ୍ରୀ, ଅଧ୍ୟାପକ ଅଧ୍ୟାପିକାଙ୍କୁ ତାଙ୍କର ବାର୍ତ୍ତା ମାଧ୍ୟମରେ ଉପଦେଶ ପ୍ରଦାନ କରିଥିଲେ ତାଙ୍କର ମତରେ ତାଙ୍କ ପ୍ରତି କମଗାଁ ମହାବିଦ୍ୟାଳୟର ବହୁତ ଅବଦାନ ଅଛି କିନ୍ତୁ ତାଙ୍କର ଅବଦାନ ମହାବିଦ୍ୟାଳୟ ପ୍ରତି ନୁହେଁ ସେ ଯାହା ବି କରିଛନ୍ତି, ସେଇଟା କଲେଜ ତଥା ଛାତ୍ର ଛାତ୍ରୀଙ୍କ ପ୍ରତି ତାଙ୍କର ଦାୟିତ୍ୱ ଥିଲା ବୋଲି ସଭାରେ ପ୍ରକାଶ କରିଥିଲେ. ସେ ଜଣେ ଜାତୀୟ ସ୍ତରର ଫୁଟବଲ ଖେଳାଳୀ ଥିଲେ ଫୁଟବଲ ଖେଳର ଖେଳୁଆଡ଼ ମନୋଭାବକୁ ମହାବିଦ୍ୟାଳୟର କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ  ସହିତ ବାଣ୍ଟି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇଥିଲେ ପ୍ରକୃତରେ ଏହା ହିଁ ଥିଲା ତାଙ୍କ ସଫଳତା ଚାବିକାଠି ଶେଷରେ ଅଧ୍ୟାପିକା ଡ଼ ଦୀପିକା କୁମାରୀ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026

You Might Also Like