-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ

03-Jul-2026



ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ 
ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ 
03/୭( ପ୍ରେରଣା ଖବର ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ବନହୋତ୍ସବ ଅବସରରେ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର ବନଖଣ୍ଡ ର ସହକାରୀ ବନସଂରକ୍ଷକ   ଗିରିଧାରୀ ନାଗ ଯୋଗଦାନ କରି ବୃକ୍ଷ ରୋପଣ ସହ ତାହାର ସଂରକ୍ଷଣର ଆବଶ୍ୟକତା ବିଷୟରେ ମତ ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବିଚନ୍ଦ୍ର ପଶାୟତ ଓ ଶିକ୍ଷାବିତ୍ ସମ୍ପଦ ଖମାରୀ ଯୋଗଦେଇ ବୃକ୍ଷରୋପଣର ମହତ୍ୱ ବର୍ଣ୍ଣନା କରିଥିଲେ । ଏହି ଅବସରରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସମବେତ ଛାତ୍ର ଛାତ୍ରୀଙ୍କ ସହ ଗଛ ଲଗାଇବା ସହ ଯତ୍ନ ନେବା ପାଇଁ ଶପଥ କରାଇଥିଲେ ।

ଛାତ୍ରୀ ଶ୍ରିମୟୀ ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ କୋଶଲ ସୁନ୍ଦରୀ ପାୟଲ ବିଶ୍ଵକର୍ମା  ନୃତ୍ୟ  ପରିବେଷଣ କରିଥିଲେ । ଏହି ଅବସରରେ ଆୟୋଜିତ ଗୀତ, ଓ ନୃତ୍ୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିଲେ ଓ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ, ସଞ୍ଜୀବ କୁମାର ପୂଜାରୀ, ଆଲୁମିନି ସଦସ୍ୟ କିରନ କୁମାର ପଟେଲ , ଲିପି ପ୍ରଧାନ,  କର୍ମଚାରୀ ସୁରଜ୍ ଖମାରୀ, ସମୀର କଠାର,ବିଭୀଷଣ ଖମାରୀ  ଓ ମିନିକେତନ ଦାସ ସହାଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା