-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା

03-Jul-2026



ବଲାଙ୍ଗୀର(ପ୍ରେରଣା ଖବର):ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ଗତ ଜୁନ ମାସ ୨୬ ତାରିଖରୁ ଜୁଲାଇ ମାସ ୨ତାରିଖ ପର୍ଯ୍ୟନ୍ତ ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ,ବଲାଙ୍ଗୀର ପରିସରରେ ବିଦ୍ୟୁତ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପାଳିତ ହୋଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସେଵାଶ୍ରୀ ଭୋଇ ଓ ବରିଷ୍ଠ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା ଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟର ଛାତ୍ରୀମାନଙ୍କୁ ବିଦ୍ୟୁତର ସୁରକ୍ଷିତ ବ୍ୟବହାର, ଦୁର୍ଘଟଣାରୁ ରକ୍ଷା ପାଇବାର ଉପାୟ ଏବଂ ବିଦ୍ୟୁତ ସମ୍ବନ୍ଧୀୟ ସତର୍କତା ବିଷୟରେ ସଚେତନ କରାଯାଇଥିଲା।ସମସ୍ତ ଛାତ୍ରୀଙ୍କୁ ବିଦ୍ୟୁତ ସୁରକ୍ଷା ଶପଥ ପାଠ କରାଯାଇଥିବା ବେଳେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏକ କୁଇଜ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ଏନର୍ଜି କ୍ଲବ ଦାୟିତ୍ୱରେ ଥିବା ବିଜ୍ଞାନ ଶିକ୍ଷୟତ୍ରୀ ଧାରାଶ୍ରୀ ଧିମହୀ ବେହେରା ଉପସ୍ଥିତ ଛାତ୍ରୀମାନଙ୍କୁ ବିଦ୍ୟୁତ ସୁରକ୍ଷା ର ଗୁରୁତ୍ୱ ସମ୍ପର୍କରେ ପ୍ରେରଣାଦାୟକ ବକ୍ତବ୍ୟ ପ୍ରଦାନ କରିଥିଲେ।ସେ ନିଜ ବକ୍ତବ୍ୟରେ କହିଥିଲେ ଯେ,ବିଦ୍ୟୁତ ଆମ ଜୀବନର ଅପରିହାର୍ଯ୍ୟ ଅଂଶ ହୋଇଥିଲେ ମଧ୍ୟ ଅସାବଧାନତା ଜୀବନ ପ୍ରତି ବିପଦ ଆଣିପାରେ।ତେଣୁ ପ୍ରତ୍ୟେକ ଛାତ୍ରୀ ବିଦ୍ୟୁତ ର ସୁରକ୍ଷିତ ବ୍ୟବହାର ସମ୍ପର୍କରେ ସଚେତନ ହେବା ସହ ଅନ୍ୟମାନଙ୍କୁ ମଧ୍ୟ ସଚେତନ କରିବା ଆବଶ୍ୟକ।ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟତ୍ରୀ ଜସ୍ମିନ ସାହୁଙ୍କ ଦ୍ୱାରା ପରିଚାଳିତ କୁଇଜ କାର୍ଯ୍ୟକ୍ରମ ରେ ଛାତ୍ରୀମାନେ ଉତ୍ସାହର ସହ ଭାଗ ନେଇ ବିଦ୍ୟୁତ ସୁରକ୍ଷା ସମ୍ପର୍କିତ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ।ବିଦ୍ୟାଳୟ ର ଛାତ୍ରୀ ସ୍ମୃତି ଶିଖା କୁମ୍ଭାର,ସୁସ୍ମିତା କୁମ୍ଭାର ଓ ଶ୍ରେୟା ଶେଫାଳି ସାହୁ ଯଥାକ୍ରମେ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ।ବିଦ୍ୟାଳୟ ର ଛାତ୍ରୀ ପ୍ରିୟାଂଶି ପ୍ରିୟଦର୍ଶନୀ ଦାଶ,ସୋନିୟା ନାଏକ,ଦିବ୍ୟାଂଶୀ ଗାଈଗରିଆ,ଅନୁଷ୍କା ଷାଣ୍ଢ ଓ ଦମୟନ୍ତୀ ଖୁଆସ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ ଅବସରରେ ବିଦ୍ୟୁତ ର ସୁରକ୍ଷିତ ବ୍ୟବହାର,ବିଦ୍ୟୁତ ଦୁର୍ଘଟଣା ରୁ ସତର୍କ ରହିବା ଏବଂ

ବିଦ୍ୟୁତ ସଂଚୟର ଆବଶ୍ୟକତା ସମ୍ପର୍କରେ ସୁନ୍ଦର ଓ ତଥ୍ୟ ଭିତ୍ତିକ ବକ୍ତବ୍ୟ ରଖିଥିଲେ। ସେମାନେ କହିଥିଲେ ଯେ,ସମସ୍ତ ବିଦ୍ୟୁତ ଉପକରଣ ବ୍ୟବହାର ସମୟରେ ସୁରକ୍ଷା ନିୟମ ପାଳନ କରିବା ସହ ଅପଚୟ ରୋକି ଶକ୍ତି ସଂଚୟ ଦିଗରେ ସଚେତନ ହେବା ଉଚିତ।କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ନୂତନ ନାୟକ,ଯାଜ୍ଞସିନୀ ମହାପାତ୍ର, ସ୍ୱରୂପା ହୋତା,ପ୍ରଜ୍ଞା ପରମିତା ବଘାର, ପ୍ରିୟମ୍ବଦା ଦେବ,ସବିତା ମିଶ୍ର,ରଶ୍ମିତା ଦାଶ,ସୌମ୍ୟା ସାହୁ,ବିନ୍ଦୁରେଖା ସାହୁ,ଦେବସ୍ମିତା ପାଣିଗ୍ରାହୀ,ଲିଜା ସାହୁ,ସଂଗୀତା ସାହୁ, ସୋମନାଞ୍ଜଳି ସାହୁ,ନମିତା କର,ଅଂଶୁ ସାହାଣୀ, ଦୀପ୍ତି ବେହେରା,ରଶ୍ମିରେଖା ବାଗ,ସ୍ୱରଞ୍ଜିକା ରାଉତ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like