-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।

04-Jul-2026



କଟକ(ତପନ ମହାନ୍ତି): ଚୌଦ୍ଵାର-କଟକ ବିଧାୟକ ସୌଭିକ ବିଶ୍ଵାଳଙ୍କ ବିରୋଧରେ ବିଜେଡି ଜିଲ୍ଲା ସାଧାରଣ ସଂପାଦକ ତାପସ ମହାନ୍ତି ହତ୍ୟା ଧମକ ଅଭିଯୋଗ ଆଣିଥିବା ବେଳେ ଆଜି ଓଡ଼ିଶା କ୍ରାନ୍ତି ମଞ୍ଚର ସଦସ୍ୟ ଏହାର ତୀବ୍ର ବିରୋଧ କରିଛନ୍ତି। କଟକ ମହାନଦୀବିହାରସ୍ଥିତ ରିଧିସିଧି ମଣ୍ଡପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ମଞ୍ଚର ସଦସ୍ୟମାନେ ତାପସଙ୍କୁ କଡ଼ା ସମାଲୋଚନା କରି ଅଭିଯୋଗ ସଂପୂର୍ଣ୍ଣ ମିଛ ଏବେ ମନଗଢା କାହାଣୀ ।  ବୋଲି କହିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ତାପସ ମହାନ୍ତି ପୂର୍ବତନ ବିଧାୟକ ଡକ୍ଟର ପ୍ରଭାତ ରଞ୍ଜନ ବିଶ୍ଵାଳଙ୍କ ଦ୍ବାରା ଅନେକ ବାଟରେ ଉପକୃତ ହୋଇ ଏବେ ଏଭଳି ରଙ୍ଗ ବଦଳାଉଛନ୍ତି। ସୌଭିକଙ୍କ ଆଚରଣ, ବ୍ୟବହାର ଚୌଦ୍ଵାର-କଟକବାସୀଙ୍କୁ ଜଣା। ଏମିତି କି ତାପସଙ୍କୁ ସୌଭିକ ଦାଦା ବୋଲି ସମ୍ବୋଧନ କରନ୍ତି। ସୌଭିକଙ୍କ ବିରୋଧରେ ଏଭଳି ମିଥ୍ୟା ଅଭିଯୋଗ ତାପସ ଅମଣିଷ ପଣିଆର ସୂଚନା ଦେଇଛନ୍ତି ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। ବିଧାୟକଙ୍କ ସମ୍ମାନ ପ୍ରତି ଆଞ୍ଚ ଆସିଲେ ତାପସଙ୍କୁ ତାଙ୍କ ଶସ୍ତା ରାଜନୀତିର ଉଚିତ ଜବାବ ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ପୁଷ୍ପ ଲତା ସାହୁ, ଅକ୍ଷୟ ପଣ୍ଡା, ଦିଲୀପ ଜେନା, ସୁବାଶିଷ ରାଉତ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like