-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||     

HOME   ଜିଲ୍ଲା

ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

04-Jul-2026



ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ “ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ” ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷା, ଗବେଷଣା ଓ ପରିବେଶ ସଚେତନତାର ସମନ୍ୱୟ ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବୁଦ୍ଧିଜୀବୀ ମହଲରେ ବେଶ୍ ପ୍ରଶଂସିତ ହୋଇଥିଲା।
ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବ୍ରଜ କିଶୋର ସାହୁ ସଭାପତିତ୍ୱ କରିଥିବା ବେଳେ ଖଲିକୋଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଓଡିନ କର୍ଣ୍ଣେଲ ପ୍ରଫୁଲ୍ଲ କୁମାର ମହାନ୍ତି ମୁଖ୍ୟ ଅତିଥି, କିସ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରର ପ୍ରାଣୀ ବିଜ୍ଞାନ ସହକାରୀ ପ୍ରାଧ୍ୟାପକ ଡ଼. ଦେବାଶିଷ ମହାପାତ୍ର ସମ୍ମାନିତ ଅତିଥି ଏବଂ ଅନୁଗୁଳ ସରକାରୀ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡ଼. ଗୌରୀ ଶଙ୍କର ଯୁଗ ପ୍ରକାଶ ଜେନା ମୁଖ୍ୟ ବକ୍ତାଭାବେ ଯୋଗଦାନ କରିଥିଲେ।
ଖରସ୍ରୋତା ମହାବିଦ୍ୟାଳୟର ଆଇକ୍ୟୁଏସି (IQAC) ପକ୍ଷରୁ ଆୟୋଜିତ ଏହି ଆଲୋଚନା ଚକ୍ରରେ ସଂଯୋଜକ ଡ଼. ଅରୁଣ କୁମାର ସାମଲ, ଡ଼. ଗାୟତ୍ରୀ ଧଳ, ବୈଭବ ନାୟକ, ରୁପାଲୀ ମହାରଣା ଓ ଡ଼. ଦୀପ୍ତି ରଞ୍ଜନ ସେନାପତି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ଅଧ୍ୟାପକ ପୂର୍ଣ୍ଣ ଚନ୍ଦ୍ର ସାମଲ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ସଂଯୋଜନାର ଦାୟିତ୍ୱ ସଫଳତାର ସହ ନିର୍ବାହ କରିଥିଲେ।
ଏହି ରାଜ୍ୟସ୍ତରୀୟ ଆଲୋଚନା ଚକ୍ରରେ ପାଖାପାଖି ୧୦ଟି ମହାବିଦ୍ୟାଳୟର ବହୁ ଅଧ୍ୟାପକ ଓ ଅଧ୍ୟାପିକା ଯୋଗଦାନ କରି ସେମାନଙ୍କର ଗବେଷଣାଭିତ୍ତିକ ସନ୍ଦର୍ଭ ଉପସ୍ଥାପନ କରିଥିଲେ। ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ସଂରକ୍ଷଣର ଗୁରୁତ୍ୱ, ବର୍ତ୍ତମାନ ସମୟର ପ୍ରାସଙ୍ଗିକତା ଓ ସମାଜ ପ୍ରତି ଏହାର ଅବଦାନ ସମ୍ପର୍କରେ ବକ୍ତାମାନେ ବିସ୍ତୃତ ଆଲୋଚନା କରିଥିଲେ।
ମହାବିଦ୍ୟାଳୟର ଅଧ୍ୟାପକ ବିଜୟ ପତି, ମୀନ କେତନ ତ୍ରିପାଠୀ, ସୁବାଷ ସାହୁ, ସୁରେନ୍ଦ୍ର ସାମଲ, ଗଗନ ବେହେରା, ଦେବବ୍ରତ ଧଳ, ଚିତ୍ତ ରଞ୍ଜନ ସାହୁ, ଜଳଧର ସାହୁ, ରଜତ ସାହୁ, ବିବେକ ମେହେର, ଶରତ ରାଉଳ, ଯୋଗେନ୍ଦ୍ର ସୁତାର, ରୋଜାଲିନ କୁଆଁର, ଜ୍ୟୋତିପ୍ରଭା ମହାନ୍ତି, ଅର୍ପିତା ସ୍ୱାଇଁ ଓ ଶୁଚିସ୍ମିତା ନାୟକ ପ୍ରମୁଖ କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସକ୍ରିୟ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକା ରୁପାଲୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026

You Might Also Like