-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା

04-Jul-2026



ବରଗଡ଼,(ପ୍ରେରଣା ଖବର): ବରଗଡ଼ ଲୋକସଭା କ୍ଷେତ୍ର ଅଧିନସ୍ଥ  ପଦ୍ମପୁର ଠାରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଭାରତ ସରକାରଙ୍କ ସ୍ୱୀକୃତି ମିଳିଛି । ଏହି ସଫଳତା ପାଇଁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଭାରତ ସରକାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ ଯେ ତା.୦୩.୦୭.୨୦୨୬ ଦିନ ଭାରତ ସରକାରଙ୍କ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଜାରି କରିଥିବା କାର୍ଯ୍ୟାଳୟ ଆଦେଶ ଅନୁଯାୟୀ, ୨୦୨୬–୨୭ ଶିକ୍ଷାବର୍ଷରୁ ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ କାର୍ଯ୍ୟକ୍ଷମ ହେବ। ପ୍ରାରମ୍ଭରେ ରାଜବୋରାସମ୍ବର ଉଚ୍ଚ ବିଦ୍ୟାଳୟ ପରିସରରେ ବାଲବାଟିକା–୧ରୁ ୩ ଏବଂ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ ସେକ୍ସନ୍‌ ସହ ପାଠପଢ଼ା ଆରମ୍ଭ ହେବ।ଏହି ନିଷ୍ପତ୍ତି ବରଗଡ଼ ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଛନ୍ତି।ସାଂସଦ କହିଛନ୍ତି ଯେ, ବହୁଦିନ ଧରି ଏହି ଅଞ୍ଚଳର ଲୋକମାନଙ୍କ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟର ଦାବି ହୋଇ ଆସୁଥିଲା। ଭାରତ ସରକାର ଏହି ଜନଆକାଂକ୍ଷାକୁ ସମ୍ମାନ ଜଣାଇ ସ୍ୱୀକୃତି ପ୍ରଦାନ କରିଥିବାରୁ ହଜାର ହଜାର ଛାତ୍ରଛାତ୍ରୀ ଉଚ୍ଚମାନର କେନ୍ଦ୍ରୀୟ ଶିକ୍ଷା ପାଇବାର ସୁଯୋଗ ପାଇବେ।ସେ ଆହୁରି କହିଛନ୍ତି ଯେ, ବରଗଡ଼ର ସର୍ବାଙ୍ଗୀନ ବିକାଶ ପାଇଁ ଶିକ୍ଷା, ଭିତ୍ତିଭୂମି ଓ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରି ରହିବ। କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଦ୍ୱାରା ଜିଲ୍ଲାର ଶିକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ଼ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଅନ୍ୟ ପକ୍ଷରେ ବହୁ ପ୍ରତୀକ୍ଷିତ ଏହି ପ୍ରକଳ୍ପ ର ସଫଳତା ପାଇଁ ବରଗଡ ସାଂସଦ ଶ୍ରୀମାନ ପୁରୋହିତଙ୍କୁ ଅଞ୍ଚଳର ବୁଦ୍ଧିଜୀବୀ ତଥା ଜନସାଧାରଣ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା