-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||     

HOME   ଜିଲ୍ଲା

କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?

04-Jul-2026



କଟକ(ତପନ ମହାନ୍ତି)  କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ । କେହି ମାରିଦେଇ ଟାଙ୍ଗିଦେଇ ନାହିତ ଆତ୍ମହତ୍ୟା ରୂପ ଦେବାପାଇଁ ବୋଲି ସାଧାରଣ ଲୋକଙ୍କ ମଧ୍ୟରେ ଚର୍ଚ୍ଚା ।ପୋଲିସ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ।  ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଆଜି ସକାଳେ ଘଟଣା ସଂପର୍କରେ ଜଣାପଡ଼ିଥିଲା। ଗତକାଲି ରାତିରେ ସେ ଥାନା କ୍ୱାର୍ଟର୍ସରେ ରହିଥିବା ବେଳେ ସକାଳେ କବାଟ ଖୋଲି ନଥିଲେ। ବହୁ ବାର ଫୋନ୍ କରାଯିବା ସତ୍ତ୍ୱେ ସେ ଉଠାଇ ନଥିଲେ। ଫଳରେ ଥାନାର କର୍ମଚାରୀମାନେ ସନ୍ଦେହ ପ୍ରକାଶ କରିଥିଲେ। ଏହା ପରେ ଥାନାରୁ କିଛି କର୍ମଚାରୀ ଯାଇ ତାଙ୍କ କ୍ୱାର୍ଟର୍ସର ଦ୍ୱାର ବାଡ଼େଇ ଥିଲେ। ତଥାପି କିଛି ପ୍ରତିକ୍ରିୟା ମିଳି ନଥିଲା। ଫଳରେ ବରିଷ୍ଠ ପୁଲିସ ଅଧିକାରୀମାନେ ଏହାକୁ ଗୁରୁତ୍ୱର ସହିତ ନେଇଥିଲେ। ସେମାନଙ୍କ ନିର୍ଦ୍ଦେଶରେ କ୍ୱାର୍ଟର୍ସର କବାଟ ଭଙ୍ଗା ଯାଇଥିଲା ଓ ଆଇଆଇସି ବୟୁଟି ମହାନ୍ତିଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୁହାଯାଉଛି ଯେ ପାରିବାରିକ ବିବାଦ ଯୋଗୁ ସେ ଏମିତି ଏକ ପଦକ୍ଷେପ ନେଇଛନ୍ତି। ତେବେ ଏନେଇ କିଛି ସ୍ପଷ୍ଟ ହୋଇପାରିନାହିଁ। IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାରେ କଟକ-ଭୁବନେଶ୍ୱର ପୁଲିସ କମିଶନର ଏସ୍‌ ଦେବଦତ୍ତ ସିଂହ କହିଛନ୍ତି ଯେ ସବୁ ଆତ୍ମହତ୍ୟା ପଛରେ କିଛି କାରଣ ଥାଏ। ବିନା କାରଣରେ ହୁଏନି। ତାଙ୍କର କୌଣସି ବ୍ୟକ୍ତିଗତ କାରଣ ଥାଇପାରେ। ସେନେଇ ଅନୁଧ୍ୟାନ କରିବୁ।ସେ କହିଛନ୍ତି, କାଲି ରାତିରେ ସେ ଘରକୁ ଯାଇ ନ ଥିଲେ। ଥାନା କ୍ବାର୍ଟର୍ସରେ ଥିଲେ। ତାଙ୍କ ଅର୍ଡଲି ଖାଇବା ନେଇ ଯିବା ପରେ ସେ କଲ୍‌ ଉଠାଇ ନ ଥିଲେ। ତେଣୁ କାଲି ରାତିରେ ସେ ଖାଇ ନଥିଲେ।ପୁଲିସ କମିଶନର ଆହୁରି କହିଛନ୍ତି, ସେ ଶାରୀରିକ ଓ ମାନସିକ ଭାବେ ବହୁତ ଦୃଢ଼ ଥିଲେ। କେବେ କୌଣସି ସମସ୍ୟା ନେଇ ଆମକୁ କହି ନାହାନ୍ତି। କମିଶନରେଟ୍‌ ପୁଲିସରେ ସେ ଭଲ କାମ କରୁଥିଲେ। ତାଙ୍କର ପବ୍ଲିକ ଡିଲିଂ ଭଲ ଥିଲା। ତଦନ୍ତ ପରେ ତାଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଜଣାପଡ଼ିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026

You Might Also Like