-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?

04-Jul-2026



କଟକ(ତପନ ମହାନ୍ତି)  କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ । କେହି ମାରିଦେଇ ଟାଙ୍ଗିଦେଇ ନାହିତ ଆତ୍ମହତ୍ୟା ରୂପ ଦେବାପାଇଁ ବୋଲି ସାଧାରଣ ଲୋକଙ୍କ ମଧ୍ୟରେ ଚର୍ଚ୍ଚା । ପୋଲିସ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ।  ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଆଜି ସକାଳେ ଘଟଣା ସଂପର୍କରେ ଜଣାପଡ଼ିଥିଲା। ଗତକାଲି ରାତିରେ ସେ ଥାନା କ୍ୱାର୍ଟର୍ସରେ ରହିଥିବା ବେଳେ ସକାଳେ କବାଟ ଖୋଲି ନଥିଲେ। ବହୁ ବାର ଫୋନ୍ କରାଯିବା ସତ୍ତ୍ୱେ ସେ ଉଠାଇ ନଥିଲେ। ଫଳରେ ଥାନାର କର୍ମଚାରୀମାନେ ସନ୍ଦେହ ପ୍ରକାଶ କରିଥିଲେ। ଏହା ପରେ ଥାନାରୁ କିଛି କର୍ମଚାରୀ ଯାଇ ତାଙ୍କ କ୍ୱାର୍ଟର୍ସର ଦ୍ୱାର ବାଡ଼େଇ ଥିଲେ। ତଥାପି କିଛି ପ୍ରତିକ୍ରିୟା ମିଳି ନଥିଲା। ଫଳରେ ବରିଷ୍ଠ ପୁଲିସ ଅଧିକାରୀମାନେ ଏହାକୁ ଗୁରୁତ୍ୱର ସହିତ ନେଇଥିଲେ। ସେମାନଙ୍କ ନିର୍ଦ୍ଦେଶରେ କ୍ୱାର୍ଟର୍ସର କବାଟ ଭଙ୍ଗା ଯାଇଥିଲା ଓ ଆଇଆଇସି ବୟୁଟି ମହାନ୍ତିଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୁହାଯାଉଛି ଯେ ପାରିବାରିକ ବିବାଦ ଯୋଗୁ ସେ ଏମିତି ଏକ ପଦକ୍ଷେପ ନେଇଛନ୍ତି। ତେବେ ଏନେଇ କିଛି ସ୍ପଷ୍ଟ ହୋଇପାରିନାହିଁ। ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାରେ କଟକ-ଭୁବନେଶ୍ୱର ପୁଲିସ କମିଶନର ଏସ୍‌ ଦେବଦତ୍ତ ସିଂହ କହିଛନ୍ତି ଯେ ସବୁ ଆତ୍ମହତ୍ୟା ପଛରେ କିଛି କାରଣ ଥାଏ। ବିନା କାରଣରେ ହୁଏନି। ତାଙ୍କର କୌଣସି ବ୍ୟକ୍ତିଗତ କାରଣ ଥାଇପାରେ। ସେନେଇ ଅନୁଧ୍ୟାନ କରିବୁ।ସେ କହିଛନ୍ତି, କାଲି ରାତିରେ ସେ ଘରକୁ ଯାଇ ନ ଥିଲେ। ଥାନା କ୍ବାର୍ଟର୍ସରେ ଥିଲେ। ତାଙ୍କ ଅର୍ଡଲି ଖାଇବା ନେଇ ଯିବା ପରେ ସେ କଲ୍‌ ଉଠାଇ ନ ଥିଲେ। ତେଣୁ କାଲି ରାତିରେ ସେ ଖାଇ ନଥିଲେ।ପୁଲିସ କମିଶନର ଆହୁରି କହିଛନ୍ତି, ସେ ଶାରୀରିକ ଓ ମାନସିକ ଭାବେ ବହୁତ ଦୃଢ଼ ଥିଲେ। କେବେ କୌଣସି ସମସ୍ୟା ନେଇ ଆମକୁ କହି ନାହାନ୍ତି। 

କମିଶନରେଟ୍‌ ପୁଲିସରେ ସେ ଭଲ କାମ କରୁଥିଲେ। ତାଙ୍କର ପବ୍ଲିକ ଡିଲିଂ ଭଲ ଥିଲା। ତଦନ୍ତ ପରେ ତାଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଜଣାପଡ଼ିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like