-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ

04-Jul-2026



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ଉକ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧର୍ମରାଜ ସାହୁ ଙ୍କ ତତ୍ୱାବଧାନ ରେ ବନୋମହୋତ୍ସବ ସପ୍ତାହ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ବନୋମହୋତ୍ସବ କାର୍ଯ୍ୟକ୍ରମ ଟି ଜୁଲାଇ ୧ ତାରିଖ ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ l

କାର୍ଯ୍ୟକ୍ରମ ରେ ମନହିରା ଉଚ୍ଚ ବିଦ୍ୟାଳୟ ପକ୍ଷରୁ 165 ଟି ବୃକ୍ଷରୋପଣ କରାଯିବାର ସ୍ଥିରୀକୃତ ହୋଇଅଛି l ଶିକ୍ଷକ ଲକ୍ଷପତି ପଧାନ, ବିଷ୍ଣୁପ୍ରିୟା ପଧାନ, କାର୍ତିକ ପଣ୍ଡା, ପଦ୍ମନାଭ ସେଠି, ମଳୟ ଧରୁଆ ସମେତ ସ୍କୁଲ ଷ୍ଟାଫ ଚୂଡ଼ାମଣି ଭୋଇ ସମେତ ଛାତ୍ରଛାତ୍ରୀ ସହ ସ୍କୁଲ ର ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ବନୋମହୋତ୍ସବ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like