-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ

05-Jul-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଜି ଆଉଟସୋର୍ସିଂକର୍ମଚାରୀମାନଙ୍କର ଆନ୍ଦୋଳନ ଆରମ୍ଭ ହୋଇଛି । ବିଶ୍ୱବିଦ୍ୟାଳୟ ପକ୍ଷରୁ ପୂର୍ବରୁ ନିଯୁକ୍ତ ଆଉଟସୋର୍ସିଂ ଏଜେନ୍ସି ବଦଳିବା ପରେ ପୂର୍ବରୁ ନିୟୋଜିତ କର୍ମଚାରୀଙ୍କୁ ବଦଳାଇବାର ଉଦ୍ୟମ ଚାଲିଛି । ପରଫର୍ମମାନ୍ସ ରିପୋର୍ଟ ଆଳ କରି ପୂର୍ବରୁ ନିୟୋଜିତ କର୍ମଚାରୀଙ୍କୁ ଛଟେଇ କରି ନୂଆ କର୍ମଚାରୀ ନିଯୁକ୍ତିର ମସୁଧା ଚାଲିଥିବା ଅଭିଯୋଗ କରି ଆଜି ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଉଟସୋର୍ସିଂ କର୍ମଚାରୀମାନେ ଧାରଣା ଦେଇଥିଲେ । ତେବେ ବିଶ୍ୱବିଦ୍ୟାଳୟ ତାଙ୍କୁ ଛଟେଇ କରିନାହାଁନ୍ତି । ପୂର୍ବରୁ ଥିବା ଏଜେନ୍ସୀର ଚୁକ୍ତି ସମୟ ଅବଧି ସରିଯାଇଥିବାରୁ ନୂଆ ଏଜେନ୍ସୀକୁ ଦାୟିତ୍ୱ ଦିଆଯାଇଛି । କର୍ମଚାରୀମାନେ ସେହି ଏଜେନ୍ସୀ ପାଖରେ ନିଜ ନିଜ ଡକ୍ୟୁମେଣ୍ଟ ଦାଖଲ କରନ୍ତୁ ବୋଲି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଭୁତିଭୁଷଣ ମଲ୍ଲିକ କହିଛନ୍ତି । ତେବେ ଆଲୋଚନା କରି ସମସ୍ତ କର୍ମଚାରୀଙ୍କୁ ନୂଆ ଏଜେନ୍ସୀ ନିଯୁକ୍ତି ନଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ଆଉଟସୋର୍ସିଂ କର୍ମଚାରୀ ସଂଘର ସଭାପତି ରାଜେଶ ଝାଙ୍କର ସୂଚନା ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ,ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପକ୍ଷରୁ କେୟାର ସଂସ୍ଥା ଜରିଆରେ ୬୧ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାବାଦ ସିଧାସଳଖ ୨୨ଜଣ ହଷ୍ଟେଲଷ୍ଟାଫ ନିଯୁକ୍ତି ଦିଆଯାଇଥିଲା । ଏମାନଙ୍କୁ ହଠାତ ୩ ତାରିଖ ରାତିରେ କାର୍ଯ୍ୟରୁ ଅନ୍ତର କରାଗଲା ବୋଲି କୁହାଗଲା । ଏପରିକି ଗତ ଦୁଇମାସ ହେଲା ଏମାନଙ୍କୁ ଦରମା ମଧ୍ୟ ଦିଆଯାଇ ନାହିଁ । ତେଣୁ ଆଜି ଆଉଟସୋର୍ସି କର୍ମଚାରୀମାନେ ମିଳିତ ଭାବରେ ୮୩ ଜଣ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆସି ଧାରଣା ଦେଇଥିଲେ । ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଡ.ହରପ୍ରସାଦ ଭୋଇ ପୋଲିସ ଉପସ୍ଥିତିରେ ଆଲୋଚନା କରି କର୍ମଚାରୀମାନେ ନୁଆ ଏଜେନ୍ସୀ ସହିତ ଯୋଗା ଯୋଗ କରିବାକୁ କହିଥିଲେ । କିନ୍ତୁ କର୍ମଚାରୀ ମାନେ ପରଫର୍ମମାନ୍ସ ଆଳରେ ଛଟେଇ କରିବାକୁ ଚାଲିଥିବା ଚକ୍ରାନ୍ତକୁ ବରଦାସ୍ତ କରାଯିବ ନାହିଁ ବୋଲି ସିଧାସଳଖ କହିଛନ୍ତି । କର୍ମଚାରୀମାନେ କହିଛନ୍ତି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ସେମାନେ ପ୍ରଥମେ ଏସଆଇଏସ ସଂସ୍ଥା ଓ ପରେ କେୟାର ସଂସ୍ଥାରେ କାମ କରି ଆସୁଥିଲେ । ଏଜେନ୍ସୀ ବଦଳିଲେ ମଧ୍ୟ କର୍ମଚାରୀଙ୍କୁ ଛଟେଇ କରୁନଥିଲେ । କିନ୍ତୁ ଏବେ ଯେଉଁ ଏଜେନ୍ସୀ ନେଇଛି ସେ କିଛି ଚକ୍ରାନ୍ତକାରୀ ମଧ୍ୟସ୍ଥିଙ୍କ ଜରିଆରେ ନୂଆ ନିଯୁକ୍ତି କରିବାକୁ ଅପଚେଷ୍ଟା କରୁଛି । ଏହାକୁ ଆମେ ତୀବ୍ର ପ୍ରତିବାଦ କରୁଛୁ ବୋଲି ଆଉଟସୋର୍ସିଂ ସଂଘ କହିଛି । ସେପଟେ ଯେଉଁ ଏଜେନ୍ସୀକୁ ନିଯୁକ୍ତି ଦିଆ ଯାଇଛି ସେହି ଏଜେନ୍ସୀର ପରଫର୍ମମାନ୍ସକୁ ଓ ନିଯୁକ୍ତି ପ୍ରକ୍ରିୟାକୁ ନେଇ ମଧ୍ୟ ସନ୍ଦେହ ବ୍ୟକ୍ତ କରାଯାଇଛି । ବଲାଙ୍ଗୀର ଆରଏନସି ଏଜେନ୍ସୀ ନାମକ ଏକ ସଂସ୍ଥାକୁ ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ ଆଉଟସୋର୍ସିଂ ପରିଚାଳନା ଦାୟିତ୍ୱ ଦେଇଛନ୍ତି । ବିନା ଟେଣ୍ଡରରେ ଏହି ସଂସ୍ଥାକୁ ଦିଆଯାଇଛି । ଏହି ଏଜେନ୍ସୀର ବିଶ୍ୱସନୀୟତା ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଆରଏନସି ଏଜେନ୍ସୀର ପୂର୍ବ ପରଫର୍ମମାନ୍ସର ଯାଞ୍ଚ କରାଯିବାକୁ ମଧ୍ୟ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like