-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ

05-Jul-2026



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ସଦର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରାରେ ଗତ 2024 ମସିହାରୁ ପ୍ରଧାନ ଶିକ୍ଷକ ଧର୍ମରଜ ସାହୁ ଦାୟିତ୍ୱ ରେ ଅଛନ୍ତି l ଶ୍ରୀଯୁକ୍ତ ଧର୍ମରାଜ ସାହୁ ଓ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ରାମକୃଷ୍ଣ ଷଡ଼ଙ୍ଗୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ସୁ ପରିଚାଳନା ଯୋଗୁଁ ବିଦ୍ୟାଳୟ ର ଶିକ୍ଷାଦାନ ତଥା ଅନ୍ୟାନ୍ୟ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ଘଟିଛି l 2024-25 ଶିକ୍ଷା ବର୍ଷ ରେ ବିଦ୍ୟାଳୟ ର ନବମ ଶ୍ରେଣୀ ର ଛାତ୍ର ଶ୍ରୀ ଚିନ୍ମୟ ଚନ୍ଦନ ରଣା ପଠଣି ସାମନ୍ତ ଗଣିତ ମେଧାବୃତ୍ତି ରେ ବ୍ଲକ ଟପର ହୋଇଥିବା ବେଳେ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ବିଦ୍ୟାଳୟ ର ଛାତ୍ରୀ କୁମାରୀ ଶେଫାଳି ଶୁଚିସ୍ମିତା ରଣା ଓ କୁମାରୀ ଲିନା ସେଠ ଯୋଗ୍ୟ ବିବେଚିତ ହୋଇ ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି l ଏଥିପାଇଁ ଶିକ୍ଷକ ମାନଙ୍କ ପ୍ରଚେଷ୍ଟା ଯୋଗୁଁ ଅଭିଭାବକ / ଅଭିଭାବିକା ତଥା ଗ୍ରାମବାସୀ ବୃନ୍ଦ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସାଧୁବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like