-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||     

HOME   ଜିଲ୍ଲା

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି

05-Jul-2026



ନୂଆପଡ଼ା (ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ବୋଡ଼େନ ଠାରେ ଫରେଷ୍ଟର ଖଗେଶ୍ବର ମାଝୀଙ୍କ ନେତୃତ୍ୱରେ ପାଳିତ ବନ ମହୋତ୍ସବ କାର୍ଯ୍ୟକ୍ରମରେ ତାଲୁକ୍ ସ୍ତରୀୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ପ୍ରଥମ ଶ୍ରେଣୀ ବିଚାର ପତି ରାଜେଶ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ରୂପେ ବିଡ଼ିଓ ଚିନ୍ମୟ କୁମାର ସାଗର,ଆଇ ଆଇ ସି ଧର୍ମେନ୍ଦ୍ର କୁମାର ଭୁଏ,ଅଧ୍ୟାପକ ଗୟାଧର ମହାନ୍ତି,ଏସ ଏସ ଡି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଦୈତାରି ବିଶ୍ଵାଳ,ଫରେଷ୍ଟର ସଞ୍ଜୟ କୁମାର ମାଝୀ ପ୍ରମୁଖ ଯୋଗଦାନ କରିଥିଲେ ।ପ୍ରଥମ ଶ୍ରେଣୀ ବିଚାର ପତି,ବିଡ଼ିଓ ଏବଂ ଆଇ ଆଇ ସି ବୃକ୍ଷ ରୋପଣର ଶୁଭାରମ୍ଭ କରିଥିବାବେଳେ ହାଇ ସ୍କୁଲ୍ ଛାତ୍ର ଛାତ୍ରୀ,ଯୁକ୍ତ ଦୁଇ କଲେଜର ଛାତ୍ର ଛାତ୍ରୀ,ବନ ବିଭାଗ କର୍ମଚାରୀ,ପୋଲିସ କର୍ମଚାରୀ,କୋର୍ଟ କର୍ମଚାରୀ ବିଭିନ୍ନ ବୃକ୍ଷରୋପଣ କରି ବନ ମହୋତ୍ସବ ପାଳନ କରିଛନ୍ତି ।

ବିଚାର ପତି ଶ୍ରୀଯୁକ୍ତ ଦାଶ ବନ ମହୋତ୍ସବର ଉଦ୍ଦେଶ୍ୟ ଉପସ୍ଥାପନ ସହିତ ଗଛ ଲଗାଇବା କ'ଣ ପାଇଁ ତାହାରି ଉପରେ କହିଲେ କି ବୃକ୍ଷ ଦ୍ଵାରା ପରିବେଶ ସନ୍ତୁଳନ,ମୃତ୍ତିକା ସଂରକ୍ଷଣ,ଜଳବାୟୁ ନିୟନ୍ତ୍ରଣ ତଥା ଜୈବ ବିବିଧତା ଢେର୍ ମାତ୍ରାରେ ବୃଦ୍ଧି ହୁଏ ।କେବଳ ବୃକ୍ଷ ରୋପଣ କରିଦେଲେ ହେବ ନାହିଁ ତାର ଯତ୍ନ ନେଇ ତାକୁ ବଞ୍ଚାଇବା ଆମ ସମସ୍ତଙ୍କ କର୍ତ୍ତବ୍ୟ ମନେ କରିବା ଉଚିତ ବୋଲି ଆହ୍ଵାନ ଦେଇଥିଲେ।ବୋଡ଼େନ ଏନ୍ ଏନ୍ ଆର୍ ୩୦ ହେକ୍ଟର ବୃକ୍ଷ ରୋପଣ କରିବାକୁ ବନ ବିଭାଗ ସ୍ଥିର କରିଛି ବୋଲି ଫରେଷ୍ଟର ଖଗେଶ୍ବର ମାଝୀ ପ୍ରକାଶ କରିଥିଲେ । ବନ ମହୋତ୍ସବ ପାଳନ ଅବସରରେ ଫରେଷ୍ଟ ଗାର୍ଡ ଦିଗବିଜୟ ମାଝୀ,ରାକେଶ ଦଣ୍ଡସେନା, ବିଜୁଲ ରାଉତ ରାୟ, ମୋନାଲି ରାଉତ, ଦେବ ରାଜ ତାଣ୍ଡି ଙ୍କ ସମେତ ଅନ୍ୟ କର୍ମଚାରୀ ସହଯୋଗ କରିଛନ୍ତି ।ପରେ ଯୁକ୍ତ ଦୁଇ କଲେଜରେ ଅଧ୍ୟାପକ ଗୟାଧର ମହାନ୍ତିଙ୍କ ତତ୍ତ୍ଵାବଧାନରେ ପାଳିତ କାର୍ଯ୍ୟକ୍ରମରେ ଉପରୋକ୍ତ ସମସ୍ତ ଅତିଥି ଯୋଗଦାନ କରି କଲେଜ ପରିସରରେ ବୃକ୍ଷ ରୋପଣ କରିଥିଲେ ।ଅଧ୍ୟାପକ ଗୟାଧର ମହାନ୍ତିଙ୍କ ପରିଚାଳନାରେ ଆୟୋଜିତ ସଭାରେ ଫରେଷ୍ଟର ଖଗେଶ୍ବର ମାଝୀ ସମସ୍ତ ଛାତ୍ର ଛାତ୍ରୀଙ୍କୁ ଚାରା ଯୋଗାଇଦେବେ ବୋଲି ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026

You Might Also Like