-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି

05-Jul-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୬ ଆଜି ୪ଟି କେନ୍ଦ୍ରରେ  ଅନୁଷ୍ଠିତ ହୋଇଯାଇଛି।   
ପେପର-୧ ପରୀକ୍ଷା ସକାଳ ୯ ଘଟିକା ରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୧ ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବା ସହ  ପେପର-୨ ପରୀକ୍ଷା ଅପରାହ୍ନ ୨ଟା ରୁ ୪:୩୦ ପର୍ଯ୍ୟନ୍ତ ଚାଲିଲା ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ଅନୁସାରେ ପ୍ରଥମ ପେପର ୪୦୦ଜଣ ଓ ଦ୍ୱିତୀୟ ପେପର ୧୦୩୭ଜଣ , ଏ ପ୍ରକାର ମୋଟ ୧୪୩୭ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୬୫ଜଣ ଅନୁପସ୍ଥିତ ଥିଲେ ।ବର୍ଷାରେ ବିଜୁଳି କାଟ ହେଲେ ଜେନ୍ସେଟ, ପିଇବା ପାଣି, ସୁରକ୍ଷା ପାଇଁ ପୋଲିସ ମୁତୟନ ଆଦି ଜିଲ୍ଲା ପ୍ରଶାସନ ତରଫରୁ କରାଯାଇଥିଲା ଯାହା ଯୋଗୁଁ ସୁରକ୍ଷିତ ପରିବେଶରେ ପରୀକ୍ଷାଆୟୋଜନ ହୋଇଥିଲା।  ପରୀକ୍ଷାରେ ଅନିୟମିତା ରୋକିବା ପାଇଁ ଆନ୍ତରିକ ଓ ବାହ୍ୟ ନିରୀକ୍ଷକ ସହ ପ୍ରତ୍ୟେକ ପରୀକ୍ଷାର୍ଥୀଙ୍କ ଉପରେ ସିସିଟିଭି ନଜରର ବ୍ୟବସ୍ଥା ବୋର୍ଡ କର୍ତ୍ତୃପକ୍ଷଙ୍କ ଦ୍ଵାରା ହୋଇଥିବା ସହ ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ଆଦି ବର୍ଜିତ ହୋଇଥିଲା ।ପରୀକ୍ଷା ସୁପରିଚାଳନା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like