-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି

05-Jul-2026



ଭୁବନେଶ୍ୱର(ପ୍ରେରଣା ଖବର):ରାଜ୍ୟ ସରକାରଙ୍କ ଦୃଷ୍ଟିକୁ ଆସିଛି ଯେ, ଭୂଦାନ ଜମିର ବଣ୍ଟନ କ୍ଷେତ୍ରରେ ପ୍ରଚଳିତ ନିୟମାବଳୀର ସମ୍ପୂର୍ଣ୍ଣ ପାଳନ ଏବଂ ସମ୍ପୃକ୍ତ ଜମିର ଅଭିଲେଖର ଯଥାର୍ଥ ଯାଞ୍ଚ ବିନା ହିତାଧିକାରୀମାନଙ୍କ ସପକ୍ଷରେ ବଣ୍ଟନ କରାଯାଉଛି। ଏହା ଫଳରେ ପରବର୍ତ୍ତୀ ସମୟରେ ମ୍ୟୁଟେସନ୍ ଏବଂ ଜମିପଟ୍ଟାରେ ଅନ୍ତର୍ଭୁକ୍ତି ସମୟରେ ବିଭିନ୍ନ ଆଇନଗତ ଜଟିଳତା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୂଦାନ ଜମିର ବଣ୍ଟନ ଏବଂ ହିତାଧିକାରୀ ଙ୍କ ସପକ୍ଷରେ ମ୍ଯୁଟେସନ୍ ପ୍ରକ୍ରିୟାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଷ୍ପତ୍ତି ନେଇଛି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ଡ. ଅରବିନ୍ଦ ପାଢ଼ୀ ସମସ୍ତ ଆରଡିସି, ପଞ୍ଜୀକରଣ ମହାନିରୀକ୍ଷକ (ଆଇଜିଆର୍), ଜିଲ୍ଲାପାଳ ଏବଂ ଜମିଜମା ରେକର୍ଡ ଓ ସର୍ଭେ ନିର୍ଦ୍ଦେଶାଳୟଙ୍କୁ ଚିଠି ଲେଖି ଏହି ନିର୍ଦ୍ଦେଶ ଜାରି କରିଛନ୍ତି l ଏଥିସହିତ, ପୂର୍ବରୁ ବଣ୍ଟନ ହୋଇ ମ୍ୟୁଟେସନ୍ ସମ୍ପନ୍ନ ହୋଇଥିବା ଭୂଦାନ ଜମିର କୌଣସି ପ୍ରକାର ହସ୍ତାନ୍ତରକୁ ପଞ୍ଜୀକରଣ ଅଧିକାରୀମାନେ ତତ୍କାଳ ପ୍ରଭାବରୁ ପଞ୍ଜୀକୃତ କରିବେ ନାହିଁ ବୋଲି ରାଜ୍ୟ ସରକାର ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି l ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଭୂଦାନ ଯଜ୍ଞ ସମିତିକୁ ଦାନ କରାଯାଇଥିବା ଜମି, ସେଥିରୁ ବଣ୍ଟନ କରାଯାଇଥିବା ଜମି, ହାଲ୍ ଜମିପଟ୍ଟାରେ ରେକର୍ଡ ହୋଇଥିବା ଜମି ଏବଂ ହିତାଧିକାରୀଙ୍କ ସପକ୍ଷରେ ଜାରି ହୋଇଥିବା ଜମି ସମ୍ବନ୍ଧୀୟ ବିସ୍ତୃତ ତଥ୍ୟ ପ୍ରମାଣିତ କରି ଏକ ମାସ ମଧ୍ୟରେ ସରକାରଙ୍କୁ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସରକାରୀ ନିଷ୍ପତ୍ତିକୁ ଗମ୍ଭୀରତାର ସହ ପାଳନ କରିବା ପାଇଁ ସମସ୍ତ ଉପଜିଲ୍ଲାପାଳ, ତହସିଲଦାର ତଥା କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିବାକୁ ଆରଡିସି, ଜିଲ୍ଲାପାଳ ଏବଂ ସମ୍ପୃକ୍ତ ଅଧିକାରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like