-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ

05-Jul-2026



ଭୁବନେଶ୍ୱର(ପ୍ରେରଣା ଖବର):  ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଓଟିଇଟି ପରୀକ୍ଷା ରାଜ୍ୟର ୩୦ ଗୋଟି ଜିଲ୍ଲାରେ ଆଜି ହେଉଛି । ଏହି ପରୀକ୍ଷା ଦୁଇଟି ଅଧିବେଶନରେ ଅନୁଷ୍ଠିତ ହେଉଛି। ପ୍ରଥମ ଅଧିବେଶନ ସକାଳ ୯ ରୁ ଆରମ୍ଭ ହୋଇ ୧୧.୩୦ ରେ ଶେଷ ହୋଇଛି। ଦ୍ଵିତୀୟ ଅଧିବେଶନ ଅପରାହ୍ନ ୨ ଟାରୁ ଆରମ୍ଭହୋଇ ୪.୩୦ ରେ ଶେଷ ହେବ ।

ଏହି ଅବସରରେ  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା  ନାୟକ କଟକର ବିଭିନ୍ନ ପରୀକ୍ଷା କେନ୍ଦ୍ର ବୁଲି ଦେଖିବା ସହ, ସେକେଣ୍ଡାରୀ ବୋର୍ଡ ହାଇସ୍କୁଲରେ ପରୀକ୍ଷା ଦେଉଥିବା ସାଧାରଣ ପରୀକ୍ଷାର୍ଥୀ, ଭିନ୍ନକ୍ଷମ ପରୀକ୍ଷାର୍ଥୀ ଓ ସେମାନଙ୍କ ସହାୟକଙ୍କ ସହ ସେମାନଙ୍କୁ ପରୀକ୍ଷା କେନ୍ଦ୍ର ଉପଲବ୍ଧ ସୁବିଧା ବିଷୟରେ ଆଲୋଚନା କରିଥିଲେ । 

ଏଥିସହିତ ମାଧ୍ୟମିକ ଶିକ୍ଷା ପରିଷଦର ମୁଖ୍ୟ କାର୍ଯ୍ୟ।ଳୟରେ ଥିବା କମାଣ୍ଡ କଣ୍ଟ୍ରୋଲ ସେଣ୍ଟର କୁ ବୁଲି ଦେଖିଥିଲେ । Live CCTV ମାଧ୍ୟମରେ ଜିଲ୍ଲା ଶିକ୍ଷା ଅଧିକାରୀ ଓ ପରିଷଦର ବରିଷ୍ଠ ଅଧିକାରୀମାନଙ୍କ ରାଜ୍ୟର ବିଭିନ୍ନ ପରୀକ୍ଷାକେନ୍ଦ୍ର ପରିଦର୍ଶନକୁ ଅନୁଧ୍ୟାନ କରିଥିଲେ। 

ପରିଷଦର ସଭାପତି ଶ୍ରୀକାନ୍ତ ତରାଇଙ୍କ ଉପସ୍ଥିତିରେ ପରୀକ୍ଷା ପରିଚାଳନା ସମ୍ବନ୍ଧରେ, ସମସ୍ତ ୩୧୧ ପରୀକ୍ଷାକେନ୍ଦ୍ରରେ ଲାଗିଥିବା Live CCTV surveillance ଓ digi lock ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ । 
ଏଥିସହିତ ଟେକ୍ନିକାଲ ଟିମ୍ ଙ୍କ ସହ ଆଲୋଚନା କରି ସଂପୂର୍ଣ୍ଣ ତଥ୍ୟ ଅବଗତ ହୋଇଥିଲେ । 

ସୁଚାରୁରୂପେ ଓ ନିର୍ବିଘ୍ନ ଭାବେ ପରିଚାଳିତ ପରୀକ୍ଷା ବ୍ୟବସ୍ଥାକୁ ଶାସନସଚିବ ପ୍ରଶଂସା କରିଥିଲେ । ପରିଷଦର ମୁଖ୍ୟ କାର୍ଯ୍ୟ।ଳୟରେ ଏହି ସମୟରେ ଉପସ୍ଥିତ କଟକ ଜିଲ୍ଲା ଶିକ୍ଷା ଅଧିକାରୀ ନିତ୍ୟାନନ୍ଦ ବାରିକ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋରଞ୍ଜନ ବାରିକଙ୍କ ସହ ମଧ୍ୟ ପରୀକ୍ଷା ପରିଚାଳନା ବିଷୟରେ ଆଲୋଚନା କରିଥିଲେ ।  
ଏହି ସମୟରେ ପରିଷଦର ଅନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like