-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ

05-Jul-2026



ବରଗଡ଼(ପ୍ରେରଣା ଖବର): ପୂର୍ବତଟ ରେଳପଥ (ECOR)ର ପ୍ରସ୍ତାବକୁ ଅନୁମୋଦନ କରି ଭାରତ ସରକାରଙ୍କ ରେଳ ମନ୍ତ୍ରଣାଳୟ ପୁରୀ–କୋରାପୁଟ–ପୁରୀ ମଧ୍ୟରେ ନୂତନ ୧୮୪୦୭/୧୮୪୦୮ ପୁରୀ–କୋରାପୁଟ ଏକ୍ସପ୍ରେସ ଚଳାଚଳ ପାଇଁ ସବୁଜ ସଙ୍କେତ ଦେଇଛି। ରେଳ ବୋର୍ଡ ପକ୍ଷରୁ ଜାରି ହୋଇଥିବା ପତ୍ର ଅନୁଯାୟୀ, ୧୮୪୦୭ "ପୁରୀ - କୋରାପୁଟ" ଏକ୍ସପ୍ରେସ ଟ୍ରେନ୍ ପୁରୀରୁ ସକାଳ ୭ଟାରୁ ବାହାରି ଭୁବନେଶ୍ୱର, ସମ୍ବଲପୁର, ବରଗଡ଼ ରୋଡ଼, ବଲାଙ୍ଗୀର, ଟିଟିଲାଗଡ଼, କେସିଙ୍ଗା, ରାୟଗଡ଼ା ଆଦି ଷ୍ଟେସନ ଦେଇ ରାତି ୧୧.୩୦ରେ କୋରାପୁଟ ପହଞ୍ଚିବ । ଏହି ଟ୍ରେନଟି ସପ୍ତାହରେ ତିନି ଦିନ ଅର୍ଥାତ ସୋମବାର, ଗୁରୁବାର ଓ ଶନିବାର ଚାଲିବ । ସେହିପରି ୧୮୪୦୮ "କୋରାପୁଟ- ପୁରୀ" ଏକ୍ସପ୍ରେସ ଟ୍ରେନ୍ କୋରାପୁଟ ଷ୍ଟେସନରୁ ଭୋର୍ ୫ଟାରେ ବାହାରି ରାତି ୧୦.୨୦ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚିବ । ପୂର୍ବ ଟ୍ରେନ ଭଳି ଏହା ମଧ୍ୟ ସପ୍ତାହରେ ମଙ୍ଗଳବାର, ଶୁକ୍ରବାର ଓ ରବିବାର ତିନି ଦିନ ଚାଲିବ । ଆସନ୍ତା ୬ ତାରିଖ ସକାଳେ ପୁରୀ ରେଳ ଷ୍ଟେସନରେ କେନ୍ଦ୍ର ରେଳ, ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପତାକା ଦେଖାଇ ଏହି ନୂତନ ଟ୍ରେନ୍‌ର ଶୁଭାରମ୍ଭ କରିବେ। ଏହାପରେ ଟ୍ରେନ୍‌ଟି ପ୍ରାୟ ୨ଟାରେ ବରଗଡ଼ ରୋଡ଼ ଷ୍ଟେସନରେ ପହଞ୍ଚିବା ସମୟରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଯାତ୍ରୀମାନଙ୍କୁ ସ୍ୱାଗତ କରିବେ ଓ ଟ୍ରେନ୍‌କୁ ଅଭିନନ୍ଦନ ଜଣାଇବେ। ଏହି ଅବସରରେ ଡିଆରଏମଙ୍କ ସମେତ ରେଳ ବିଭାଗର କତୃପକ୍ଷ ତଥା କର୍ମଚାରୀ ମାନେ ଉପସ୍ଥିତ ରହିବେ । ଏହି ନୂତନ ରେଳ ସେବା ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ଯାତାୟାତକୁ ଅଧିକ ସୁଗମ କରିବା ସହ ପର୍ଯ୍ୟଟନ, ବ୍ୟବସାୟ, ଶିକ୍ଷା ଓ ରୋଜଗାର କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ବିଶେଷ କରି ବରଗଡ଼ ସମେତ ପଶ୍ଚିମ ଓଡ଼ିଶାର ଯାତ୍ରୀମାନେ ଶ୍ରୀକ୍ଷେତ୍ର ପୁରୀ ଓ ଶବରୀ ଶ୍ରୀକ୍ଷେତ୍ର କୋରାପୁଟକୁ ସିଧାସଳଖ ରେଳ ସଂଯୋଗ ପାଇବେ। ଏହି ଐତିହାସିକ ପଦକ୍ଷେପ ପାଇଁ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ କହିଛନ୍ତି ଯେ, ଏହି ଟ୍ରେନ୍ ପଶ୍ଚିମ ଓଡ଼ିଶାର ଦୀର୍ଘଦିନର ଦାବି ପୂରଣ କରିବା ସହ ଅଞ୍ଚଳର ସାମଗ୍ରିକ ବିକାଶରେ ମଧ୍ୟ ସହାୟକ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like