-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l

05-Jul-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ପ୍ରେସ କ୍ଲବର ସଭାପତି ଭାବେ ପ୍ରଜ୍ଞା ରଞ୍ଜନ ପରିଡା ଦାୟିତ୍ଵ ତୁଲାଉ ଥିଲେ କିନ୍ତୁ ବର୍ତ୍ତମାନ ସମସ୍ତ କର୍ମକର୍ତ୍ତାଙ୍କ ମନୋନୀତରେ ପୁନର୍ବାର  ପୂର୍ବତନ ପ୍ରେସ କ୍ଲବ ସଭାପତି ରବି ନାରାୟଣ ମହାନ୍ତିଙ୍କୁ ନୁତନ ଭାବେ ସଭାପତି ଭାବେ ଚୟନ କରିଥିଲେ l ଉକ୍ତ ପ୍ରସ୍ତାବକୁ ସମ୍ପାଦକ ମିହିର ଶଙ୍କର ପାତ୍ର ଦେଇଥିବା ବେଳେ ଉପସଭାପତି ଗଗନ ଗନ୍ତାୟତ ଏହାକୁ ସମର୍ଥନ କରିଥିଲେ l ସହକାରୀ ଉଦ୍ୟାନ ବିଭାଗ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ କୋଷାଧ୍ଯକ୍ଷ ସୁଶାନ୍ତ କୁମାର ପଣ୍ଡାଙ୍କ ଦ୍ଵାରା ମଞ୍ଚ ପରିଚାଳନା କରିଥିବା ବେଳେ ସମ୍ପାଦକ ଶ୍ରୀ ମିହିର ଶଙ୍କର ପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ପ୍ରେସ କ୍ଲବର ଆଇନ ପରାମର୍ଶଦାତା ଜୟନ୍ତ କୁମାର ପାତ୍ର ସୁରେନ୍ଦ୍ର କୁମାର ମିଶ୍ର ଓ ପ୍ରକାଶ ପଣ୍ଡା  ସହ ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ରବି ଶଙ୍କର ପଣ୍ଡା, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ ଓ ଅବିନାଶ ନାୟକ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପଦ୍ମ ନାଭ ଭାଲ୍ଲା,ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ ଡି ପ୍ରାସାଦ, ସାମାଜ ସେବୀ ବୁଲୁ ରାୟ ପ୍ରମୁଖ ଉପସ୍ଥିତ ରହିଥିଲେ l ପୂର୍ବତନ ସଭାପତିଙ୍କୁ ଉତ୍ତରୀୟ ଡାଏରୀ, କଲମ ଦେଇ ବିଦାୟ ସମ୍ଵର୍ଦ୍ଧନା ଦେଇଥିବା ବେଳେ ଅନୁରୂପ ଭାବେ ନୂତନ ସଭାପତିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ସମସ୍ତ ଅତିଥିବୃନ୍ଦଙ୍କ ଦ୍ଵାରା କରାଯାଇଥିଲା lଉକ୍ତ  କାର୍ଯ୍ୟକ୍ରମରେ ସାମ୍ବାଦିକ ମାନଙ୍କ ମଧ୍ୟରେ ଡାକରୁଷି କଳାର, ପିଣ୍ଟୁ ଖୁଣ୍ଟିଆ, ଗୋପାଳ ପଣ୍ଡା, ପ୍ରାସାଦ ସିଂ ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like