-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଖେଳ

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ

05-Jul-2026



ବରପାଲି(ସୁଦାମ ଦୀପ) ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲି ବରପାଲିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଉପସ୍ଥିତିରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। 
ଏ ଅବସରରେ ମୁଖ୍ୟ ଅତିଥି ଭାବେ  ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗଦାନ କରି ଛାତ୍ରୀ ମାନଙ୍କୁ ପରିବେଶ ସନ୍ତୁଳନ କିପରି ରହିବ, ତା ଉପରେ ଅନେକ ଉପାଦେୟ ତଥ୍ୟ ସମ୍ପର୍କରେ ଛାତ୍ରୀ ମାନଙ୍କ ସହ ଖୋଲା ଆଲୋଚନା  କରିଥିଲେ। ଯୁବ ରେଡକ୍ରସ୍‌ ସଂଯୋଜକ ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁ ଏନ ଏସ୍ ଏସ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ପିଙ୍କି ବାରକ୍,ଇକୋ କ୍ଲବ ପ୍ରୋଗ୍ରାମ ଅଫିସର ନେପାଲ ବିଶ୍ଵାଳଙ୍କ ସମେତ  ଅଧ୍ୟାପିକା ଜ୍ୟୋତି ସାହୁ, ପୁନମ୍ ସାହୁ,ମନୀଷା ଭୋଇ,ଶୋଭାବତୀ ଥପା,ସସ୍ମିତା ମେହେର,ପରିଣିତା ପଧାନସହକର୍ମୀ ଶଶାଙ୍କ ଶେଖର ପଧାନ, ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ,ନୃପରାଜ୍ ଭୁଏ,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀ ମାନେ ୧୧୫ଟି ଚାରା ରୋପଣ କରିଥିଲେ।ପରିଶେଷରେ ରେଡକ୍ରସ ସହ କାଉନସେଲର ଯାଜ୍ଞସେନି ମହାକୁର ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like