-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ

05-Jul-2026



ଡେଙ୍ଗ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, ୦୫/୦୭ : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଅମରାବତୀ କ୍ଲବ ଓ ଜୁନିୟର ରେଡକ୍ରସ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଯୁଗଳ କିଶୋର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରକୃତିପ୍ରେମୀ ପୁରୁଷୋତ୍ତମ ରଣା ଯୋଗ ଦେଇଥିଲେ। ଶିକ୍ଷକ କୃପାସିନ୍ଧୁ ମିଶ୍ର, ଲିଙ୍ଗରାଜ ନନ୍ଦ,ଦେବେଶ ହୋତା ଉପସ୍ଥିତ ଥିବା ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ଅଭିଭାଷଣରେ ବୃକ୍ଷର  ଉପାଦେୟତା ବିଷୟରେ ଅବଗତ କରିବା ସହିତ ତାହାର ସୁରକ୍ଷା ନିତ୍ୟାନ୍ତ ଜରୁରୀ ବୋଲି ବୋଲି ମତପୋଷଣ କରିଥିଲେ। ସାତଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବନ ମହୋତ୍ସବ କାର୍ଯ୍ୟକ୍ରମରେ ବିଭିନ୍ନ ଦିନ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଯଥା ବୃକ୍ଷ ରୋପଣ, ଆଲୋଚନା ଚକ୍ର, ପ୍ରତିଯୋଗିତା, ସାଇକ୍ଳୋଥନ, ସଚେତନତା ଶୋଭାଯାତ୍ରା ଇତ୍ୟାଦି ସ୍ଥିରୀକୃତ ହୋଇଥିଲା। କାର୍ଯ୍ୟକ୍ରମରେ ଜୁନିୟର ରେଡକ୍ରସ ସେଚ୍ଛାସେବୀ, ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା, ଶିକ୍ଷକ ଏବଂ ଗ୍ରାମବାସୀମାନେ ଯୋଗଦାନ କରିଥିଲେ। ଶିକ୍ଷକ ଦୀପକ ସେନ ଧରୁଆ, ସମୀର ସେଠି, ବୃନ୍ଦାବନ ଭୂଏ,ଅବିନାଶ ଭୋଇ, ହିମାଂଶୁ ଶେଖର ବିଶ୍ଵାଳ, ଅଶୋକ କୁମାର ନାୟକ, ଶିକ୍ଷୟିତ୍ରୀ ତପସ୍ଵିନୀ ପଟେଲ,  କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ, ଜ୍ୟୋସ୍ନାମୟୀ ଝାଙ୍କର ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଲକ୍ଷ୍ମୀ ଦୀପ, ଲୀଳାବତୀ ରଣା, ରୋହିଣୀ ରଣା, ସୁଭଦ୍ରା ରଣା, ପୁରୁଷୋତ୍ତମ ରଣା , ସଭାପତି କ୍ଷିତିସୂତା ରଣା ତଥା ପୁରାତନ ଛାତ୍ର ସନୁ ରଣା, ଜଗା ରଣା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ରେଡକ୍ରସ କାଉନସେଲର ରାମ ନାରାୟଣ  ଦାଶ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲା ବେଳେ ବିଜ୍ଞାନ ଶିକ୍ଷକ ମନରଞ୍ଜନ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like