-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ

05-Jul-2026



ଲୋଇସିଂହା, (ପ୍ରେରଣା ଖବର) ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ ୯୮ତମ ଶ୍ରାଦ୍ଧ ଦିବସ  ଓ ସମାଜ ସଂସ୍କାରଣ ଖବର କାଗଜ ର ୧୦୬ବର୍ଷ ପୂର୍ତ୍ତି ରେ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ସଦର ମହକୁମା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଆଜି ଦୈନିକ ଖବର କାଗଜ "ସମାଜ "ପକ୍ଷରୁ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ  ଲୋଇସିଂହା ବ୍ଲକ ସମାଜ ପ୍ରତିନିଧି ସାରଙ୍ଗ ଭୋଇ ଙ୍କ ତତ୍ୱାବଧାନ ରେ ଚିତ୍ରାଙ୍କନ ପ୍ରତିଯୋଗିତାରେ ୬୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ କ୍ଵିଜ ପ୍ରତିଯୋଗିତାରେ ୨୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ଚିତ୍ରାଙ୍କନରେ ପ୍ରିୟାଂଶି ସାହୁ ପ୍ରଥମ,ରୀତିକା ମହାକୁର ଦ୍ଵିତୀୟ ଓ ପ୍ରିୟସ୍ମିତା ତାଣ୍ଡି ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ କ୍ଵିଜ ପ୍ରତିଯୋଗିତାରେ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ହୀରାପୁର ର ଛାତ୍ରୀ ଜୟରାଣୀ ନାଗ ପ୍ରଥମ,ସରକାରୀ ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ କରିନା ସାହୁ ଦ୍ଵିତୀୟ ଓ ଲୋଇସିଂହା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ଛାତ୍ରୀ ବର୍ଣ୍ଣାଲି ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ।କ୍ଵିଜ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହିତ ୭୫୦ ଟଙ୍କା ,ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହିତ ୫୦୦ ଟଙ୍କା ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହିତ ୨୫୦ ଟଙ୍କା ନଗଦ ରାଶି ଦେଇ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଲୋଇସିଂହା ସରସ୍ବତୀ ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ବଂଶୀଧର କାଲସାଏ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିଶୁ ମନ୍ଦିର ର ପ୍ରଧାନ ଗୁରୁଜୀ ଶିବପ୍ରସାଦ ବାରିକ ମଂଚାସୀନ ଥିଲେ।ମଞ୍ଚାସିନ ଅତିଥିମାନେ ସମାଜ ଦୈନିକ ଖବର କାଗଜର ପ୍ରତିଷ୍ଠାତା ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୀବନୀ ଉପରେ ନିଜ ନିଜ ବକ୍ତବ୍ୟ ରଖିବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like