-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ

06-Jul-2026




ବଲାଙ୍ଗିର(ପ୍ରେରଣା ଖବର)- ଗତ ଜୁନ ୩ ତାରିଖରେ ବଲାଙ୍ଗିର ଜିଲ୍ଲା ରେଭେନ୍ୟୁ ବିଭାଗରେ ଯେଉଁମାନେ ତିନି ବର୍ଷରୁ ଉର୍ଦ୍ଧ ଗୋଟିଏ ଜାଗାରେ ଚାକିରୀ କରି ଆସୁଥିଲେ ତାଙ୍କୁ ବଦଳି କରାଯାଇଥିଲା । ଜିଲ୍ଲା ପ୍ରଶାସନର ଏହି ବଦଳି ଆଦେଶରେ ବହୁ ସିନିୟର କ୍ଲାର୍କ, ଜୁନିୟର କ୍ଲାର୍କ, ଆରଆଇ ଏବଂ ଅମିନମାନଙ୍କ ବଦଳି କରାଯାଇଥିଲା । କିନ୍ତୁ ସମସ୍ତଙ୍କ ବଦଳି ହେବା ପରେ ମଧ୍ୟ ତ୍ରିପାଠୀ ବାବୁ ନାମକ ଜଣେ ସିନିୟର କର୍ମଚାରୀ ଦୀର୍ଘ ୯ ବର୍ଷରୁ ଉର୍ଦ୍ଧ ହେବ ଗୋଟିଏ ସ୍ଥାନରେ ଅବସ୍ଥାପିତ ଥିଲେ ମଧ୍ୟ ତାଙ୍କୁ ଅନ୍ୟତ୍ର ବଦଳି କରାଯାଇ ନଥିବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚର୍ଚ୍ଚା ଚାଲିଛି । ବାବୁ ଜଣକ ବହୁ କରିର୍ତକର୍ମା ଏବଂ ଏହି ବଦଳିରେ କିଏ କେଉଁ ସ୍ଥାନକୁ ବଦଳି ହୋଇଯିବେ ସେଥିରେ ବାବୁ ଜଣଙ୍କର ପ୍ରଚ୍ଛଦ ହାତ ଥିବା ବିଭାଗରେ ଚର୍ଚ୍ଚା ଚାଲିଛି । ବାବୁ ଜଣଙ୍କୁ ଅନ୍ୟତ୍ର ବଦଳି କରାଗଲେ ମଧ୍ୟ  ତାଙ୍କୁ ଡେପୁଟେସନ ମାଧ୍ୟମରେ ପୁଣି ସେହି ବିଭାଗକୁ ଅଣାଯାଉଛି ତେବେ ଏହାର ରହସ୍ୟ କଣ । ତ୍ରିପାଠୀ ବାବୁ ନ ହେଲେ ସେହି ବିଭାଗ ଅଚଳ ହୋଇଯିବ ଏବଂ କାମ ଆଗେଇବ ନାହିଁ ବୋଲି ଅଧିକାରୀ ତାଙ୍କୁ ଆଣିବାକୁ ମସୁଧା କରୁଛନ୍ତି ବୋଲି ତ୍ରିପାଠୀ ବାବୁଙ୍କ ପାଖ ଲୋକ କହୁଛନ୍ତି । ଅଭିଯୋଗ ଅନୁସାରେ  ତ୍ରିପାଠୀ ବାବୁ ଜଣକ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ନିବିଡ ସଂପର୍କ ରଖିଛନ୍ତି । ତା’ସହ ଚଳିତ ବଦଳି ସମୟରେ ତାଙ୍କର ଜଣେ ସହଯୋଗୀଙ୍କ ଜରିଆରେ ବାବୁ ଜଣକ ଅର୍ଥ କାରବାର କରିଥିବା ଜଣାଯାଇଛି । ଏହି ଅଭିଯୋଗ ଗୁଡିକର ସତ୍ୟତା ଥିଲେ ସାଙ୍ଘାତିକ । ତେବେ ଜିଲ୍ଲାପାଳ ଏହି ଅଭିଯୋଗ ଗୁଡିକର ତଦନ୍ତ କରି ଉକ୍ତ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତ୍ରିପାଠୀ ବାବୁଙ୍କୁ ତୁରନ୍ତ ଏହି ବିଭାଗରୁ ଅନ୍ୟତ୍ର ବଦଳି କରିବାକୁ କର୍ମଚାରୀଙ୍କ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like