-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||     

HOME   ଜିଲ୍ଲା

ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି

07-Jul-2026



ବଲାଙ୍ଗିର(ପ୍ରେରଣା ଖବର): ବତ୍ତର୍ମାନ ସାରା ଦେଶ ରେ  ଜନଗଣନା ଓଏସ୍‌ଆଇଆର(ସ୍ୱତନ୍ତ୍ର ସଘନ ସଂଶୋଧନ ) କାର୍ଯ୍ୟକ୍ରମ ଚାଲିଥିବା ବେଳେ ବଲାଙ୍ଗୀରରେ ମଧ୍ୟ ଜିଲ୍ଲା ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଚାଲିଛି । ଏହି ଅଭିଯାନର ଗୁରୁତ୍ତ୍ୱକୁ ଉପଲବ୍ଧି କରି  ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟିର ଏକ ପ୍ରତିନିଧି ଦଳ ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ ପଟେଲଙ୍କୁ ସାକ୍ଷାତ କରି ଥିଲେ । ଏସ୍‌ଆଇଆରର ଅଗ୍ରଗତି ଓ ପରିଚାଳନା ସମ୍ବନ୍ଧରେ ଉପଜିଲ୍ଲାପାଳଙ୍କ ସହ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରିଥିଲେ । ସଭ୍ୟ ମାନଙ୍କ କିଛି ପ୍ରଶ୍ନର ଉତ୍ତର ଦେଇ ଜନଗଣନା କାର୍ଯ୍ୟକ୍ରମରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା  ବିି.ଏଲ.ଓ ମାନଙ୍କୁ ସମସ୍ତେ ସହଯୋଗ କରିବାକୁ ଉପଜିଲ୍ଲାପାଳ ନିବେଦନ କରିଛନ୍ତି । ଏସ୍‌ଆଇଆର ଜନଗଣନାର  ଖୁବ୍ କମ୍ ସଂଖ୍ୟକ ବାଦ୍ ପଡିଥିବା  ଭୋଟର  ମାନଙ୍କୁ ପର୍ଯ୍ୟାୟକ୍ରମେ ସମସ୍ତ ଯୋଗ୍ୟ ଭୋଟର ତାଲିକାଭୁକ୍ତ ହୋଇପାରିବେ ବୋଲି ଶ୍ରୀ ପେଟଲ ପ୍ରତିଶୃତି ଦେଇଥିଲେ । କୌଣସି କାରଣ ବଶତଃ ଚିଠା ଭୋଟର ତାଲିକାରେ ନାମ ଯୋଗ ହୋଇନଥିଲେ ଆସନ୍ତା ଅଗଷ୍ଟ ୪ ତାରିଖସୁଦ୍ଧା ଆପତ୍ତି ଦାଖଲ ଜରିପାରିବେ ବୋଲି ଉପଜିଲ୍ଲାପାଳ ଶ୍ରୀ ପଟେଲ କହିଛନ୍ତି।  ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟିର ଆବାହକ ଇଂ. ବେଲାରସିଂ ଭୋଇ, ସଂଯୋଜକ ମନୋରଞ୍ଜନ ସାହୁଙ୍କ ସେମତ ରଘୁ ନନ୍ଦନ ସିଂହ, ପୀତବାସ ପଣ୍ଡା, ଆନନ୍ଦ ମିଶ୍ର, ପବିତ୍ର ଦାସ, ଶଙ୍କର ପାଣିଗ୍ରାହୀ ପ୍ରମୁଖ ଆଲାଚନାରେ ଅଂଶଗ୍ରହଣ କରିଥିଲ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026

You Might Also Like