-+91-9937148622 |

prerana_bgr@rediffmail.com |

  Monday 7th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||     

HOME   ଜିଲ୍ଲା

ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ

07-Jul-2026



ଅଣ ଶିକ୍ଷକ କର୍ମଚାରୀ ଶିଘ୍ର ପୁରଣ କରନ୍ତୁ ସରକାର

ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ସହର ସ୍ଥିତ ଟାଉନ ବାଳିକା ଏବଂ ଟାଉନ ବାଳକ ଉଚ୍ଚ ବିଦ୍ୟାଳୟ ରେ ପହଂଚି ସେଠାକାର ଶିକ୍ଷକ କର୍ମଚାରୀଙ୍କ ସହିତ ଉଚ୍ଚ ବିଦ୍ୟାଳୟର ସୁବିଧା ଅସୁବିଧା ସବୁ ପଚାରି ବୁଝିଥିଲେ । ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଯଦିଓ ମଂଜୁରିପ୍ରାପ୍ତ ସମସ୍ତ ପଦବୀ ରେ ଶିକ୍ଷକ ନାହାନ୍ତି ତଥାପି ମଧ୍ୟ ଶିକ୍ଷାଦାନ ଠିକ୍ ଭାବରେ ଚାଲିଥିବା ଆଲୋଚନା ରୁ ଜଣା ଯାଇଥିଲା ।  ସେଠାରେ ହିନ୍ଦି, ସଂସ୍କୃତ, ଗଣିତ ଏବଂ ଫିଜିକାଲ ଇନଷ୍ଟ୍ରକଟର ଶିକ୍ଷକ ଅଭାବ ଉପରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାତ୍ରି ଜଗୁଆଳି ପଦ ଖାଲି ଥିବାରୁ ସ୍କୁଲର ନିରାପତ୍ତା କୁ ନେଇ ଶିକ୍ଷକମାନେ ଚିନ୍ତା ପ୍ରକଟ କରିଥିଲେ । ମେଟ୍ରିକ ପରୀକ୍ଷା ଫଳ କୁ ନେଇ ଶ୍ରୀ ମିଶ୍ର ସନ୍ତୁଷ୍ଟି

ପ୍ରକାଶ କରିଥିଲେ । ଖେଳ ବିଭାଗରେ ମଧ୍ୟ ବିଶେଷ କରି ବ୍ୟାଡମିଣ୍ଟନ ଓ ଖୋଖୋରେ ସ୍କୁଲର ଖେଳାଳିମାନେ ଜାତୀୟ ସ୍ତର ପର୍ଯ୍ୟନ୍ତ ଭାଗ ନେଉଛନ୍ତି । ପରେ ଶ୍ରୀ ମିଶ୍ର ଟାଉନ ବାଳକ ଉଚ୍ଚ ବିଦ୍ୟାଳୟ ରେ ପହଂଚି ସେଠାକାର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଏବଂ ଶିକ୍ଷକ ତଥା କର୍ମଚାରୀ ଙ୍କ ସହ ଆଲୋଚନା କରିଥିଲେ । ଏଠାରେ ମଧ୍ୟ ମେଟ୍ରିକ ପରୀକ୍ଷା ଆଶାଅନୁରୁପ ଥିବା ଜଣା ପଡିଥିଲା । ଅଣ ଶିକ୍ଷକ କର୍ମଚାରୀ ଙ୍କ ଅଭାବ ଯୋଗୁଁ ଅନେକ ଗୁଡିଏ ଶିକ୍ଷା ଅନୁସଙ୍ଗିକ କାର୍ଯ୍ୟ ସୂଚାରୁ ରୂପେ ହୋଇ ନ ପାରୁଥିବା ଆଲୋଚନା ବେଳେ ଶିକ୍ଷକମାନେ ଜଣାଇଥିଲେ । ସ୍କୁଲ କୋଠାରେ ପାଣି ଗଳୁଥିବାରୁ ଏହି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ମିଶ୍ର ପ୍ରତିଶୃତି ଦେଇଥିଲେ । ତା ସହ ଖେଳ ପଡିଆରେ ଦରକାର ହେଉଥିବା ଟ୍ୟୁବ ୱେଲ ପାଇଁ ଜନସ୍ୱାସ୍ଥ୍ୟ ବିଭାଗ ଯନ୍ତ୍ରୀଙ୍କ ସହ କଥା ହୋଇ ବହୁ ଶିଘ୍ର ଟ୍ୟୁବ ୱେଲ ସ୍ଥାପନ ପାଇଁ ଶ୍ରୀ ମିଶ୍ର କହିଥିଲେ । ପୂର୍ତ୍ତଯନ୍ତ୍ରୀ ମଧ୍ୟ ଉଭୟ ଟାଉନ ବାଳିକା ଓ ବାଳକ ଉଚ୍ଚ ବିଦ୍ୟାଳୟ ପୂର୍ବରୁ ଆଲୋଚନା ହୋଇଥିବା ପିଆର ହାଇସ୍କୁଲ ଖେଳ ପଡିଆରେ ଶୈଚାଳୟ

ଏବଂ ସରକାରୀ ବାଳିକା ବିଦ୍ୟାଳୟ ରେ ଏକ ସେଡ୍ ନିର୍ମାଣ ପାଇଁ ପଦକ୍ଷେପ ନିଆଯିବ ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କ ଅନୁରୋଧ କ୍ରମେ ସମ୍ମତି ପ୍ରକାଶ କରିଥିଲେ । ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀଙ୍କ ଅଭାବକୁ ନେଇ ଶିକ୍ଷା ବିଭାଗ ଙ୍କ ସହ ସେ ଶିଘ୍ର ଆଲୋଚନା କରିବେ ବୋଲି ନିଜ ପ୍ରତିକ୍ରିୟାରେ ଶ୍ରୀ ମିଶ୍ର କହିଛନ୍ତି । ଆଜିର ଏହି ପରିଦର୍ଶନ ସମୟରେ ଟାଉନ ବାଳକ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ମିତା ଭୋଇ, ଯୋଗମାୟା ଷଡଙ୍ଗି, କଲ୍ୟାଣ ଉଦ୍‌ଗାତା, ଅନାକର ସାହୁ, ମଧୁସ୍ମିତା ସାହୁ ଏବଂ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଅରୁନ୍ଧତି ବଢେଇ, ଯଜାତି କେଶରୀ ପ୍ରଧାନ, ସତ୍ୟାନନ୍ଦ ବିଶ୍ୱାଲ, କୃଷ୍ଣଚନ୍ଦ୍ର ବାଗ, କବିତା ମିଶ୍ର ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026

You Might Also Like