-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||     

HOME   ଜିଲ୍ଲା

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ

07-Jul-2026



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ୍ ଶିକ୍ଷା ଅଧିନସ୍ଥ ସ୍ଥାନୀୟ ଉଷାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବକଟି ପରିସରରେ ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାମ ଚନ୍ଦ୍ର ନାଗଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଚୌଧୁରୀ ଦଳପତି, ବନପାଳ ସାଲେଭଟା ସେକ୍ସ୍ ସନ୍, ଫରେଷ୍ଟ୍ ଗାର୍ଡ ସତ୍ଯାନନ୍ଦ ପଧାନ, ଅର୍ପିତା ଗୌଡ, ସ୍କ୍ୱାଡ୍ ମେମ୍ବର୍ ସନ୍ତୋଷ ରାଉତ, ସମାରୁ ସାହୁ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ଯରେ ବନ ମହୋତ୍ସବ ପାଳନର ଉଦ୍ଦେଶ୍ୟ ତଥା ଗଛର ଉପକାରୀତା, ବୃକ୍ଷ ରୋପଣ ପାଇଁ ସାମୁହିକ ଉଦ୍ୟମ ଆଦି ବିଷୟରେ ସଚେତନ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଉପଲକ୍ଷେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅତିଥି ମାନଙ୍କ ଦ୍ବାରା ବୃକ୍ଷ ରୋପଣ କରାଯାଇଥିଲା । ବିଦ୍ୟାଳୟର ଗଛର ଯତ୍ନ ନେଇଥିବା ତତ୍ବାବଧାରକ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର କଳା ଶିକ୍ଷକ ସରୋଜ କୁମାର ବିଶ୍ବାଲ କାର୍ଯ୍ୟକ୍ରମର ସଫଳ ସଂଯୋଜନା କରିଥିବାବେଳେ ବିଦ୍ଯାଳୟର ଏସ୍ ଏମ୍ ସି ସଭାପତି ସୁଶିଲ କୁମାର ଭୋଇ ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଂଗୀତା ସାହୁ, ସନ୍ତୋଷିନୀ ଦଣ୍ଡସେନା, ସୁମୀ ନାଏକ, ଚିନ୍ମୟ ପୁରୋହିତ, ଉମେଶ ଚନ୍ଦ୍ର ସାହୁ, ଗୋପବନ୍ଧୁ ପଟେଲ, ପିଣ୍ଟୁଦୋରା, ଭଗବାନ ବିଶ୍ବାଲ, ଋଷଭ ପଧାନ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026

You Might Also Like