-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :

08-Jul-2026



ବାଲିଗୁଡା (ସୁଶୀଳ କୁମାର ପାଣିଗ୍ରାହୀ): ଶିକ୍ଷାର ଉନ୍ନତିକରଣ କରିବା ପାଇଁ ସରକାର ଯୋଜନା ଉପରେ ଯୋଜନାର ଗୋଲାପି ଚିତ୍ର ଆଙ୍କୁଥିବା ବେଳେ କନ୍ଧମାଳ ଜିଲ୍ଲାରେ ଏହାର କେତେ ସୁଫଳ ପହଞ୍ଚିବ ତାହାକୁ ନେଇ ଉଠିଛି ପ୍ରଶ୍ନ । ନୂତନ ସରକାରଙ୍କ ଦୁଇ ବର୍ଷ ପାଳନ କରୁଥିବା ବେଳେ ଜିଲ୍ଲାର ଶିକ୍ଷା ବ୍ୟବସ୍ଥା ସୁଧୁରିବାର ନା ଧରୁନି । ଦିନକୁ ଦିନ ନିମ୍ନ ଗାମୀ ଆଡକୁ ଯାଉଥିବା ଅଭିଯୋଗ କରିଛନ୍ତି ଅଭିଭାବକ ସଂଘ । ଜିଲ୍ଲାରେ ଶିକ୍ଷକ ଅଭାବ ରହିଥିବା ବେଳେ ପୁଣି ଅନୁଭବି ଗୋଷ୍ଠୀ ଶିକ୍ଷାଧିକାରୀ ମାନଙ୍କୁ ବଦଳୀ ଚିନ୍ତା ବଢାଇଛି । ୧୨ ଟି ବ୍ଲକ ରେ ୧୨ ଟି ଗୋଷ୍ଠୀ ଶିକ୍ଷାଧିକାରୀ ରହିବା ସ୍ଥଳେ ମାତ୍ର ୭ ଟି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ରହିଛନ୍ତି । ତୁମୁଡିବନ୍ଧ ,ଦାରିଙ୍ଗବାଡି ,କ.ନୂଆଗାଁ ,ଘୁ.ଉଦୟଗିରି ,ଫିରିଙ୍ଗିଆ ଓ ଚକାପାଦ ୫ ବ୍ଲକ ରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀ ଖାଲି ପଡିଛି । ଏହାରି ମଧ୍ୟରେ ରାଜ୍ୟ ସରକାର ଖାଲିଥିବା ପଦବୀ ପୂରଣ କରିବାର କଥା ତ ଛାଡନ୍ତୁ ପୁଣି ରାଇକିଆ ବ୍ଲକ ଶିକ୍ଷାଧିକାରୀ କେଶବ ମଲ୍ଲିକ , ବାଲିଗୁଡା ବ୍ଲକ ଶିକ୍ଷାଧିକାରୀ ମହେଶ୍ଵର ମାଝି ଓ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀ ଆଲୋକ ପ୍ରଧାନ ୩ ଜଣ ଶିକ୍ଷାଧିକାରୀ ଙ୍କ ବଦଳୀ ହୋଇଛି । ବର୍ତ୍ତମାନ ଫିରିଙ୍ଗିଆ ବ୍ଲକ ଅଧିକାରୀ ଙ୍କୁ ରିଲିଭ କରାଯିବାରୁ ବର୍ତ୍ତମାନ ଟିକାବାଲି ବ୍ଲକ ଶିକ୍ଷାଧିକାରୀ ଦାୟିତ୍ଵ ତୁଲାଇବେ ବୋଲି ଜଣା ପଡିଛି । ପୂର୍ବରୁ ବାଲିଗୁଡା ଗୋଷ୍ଠୀ ଅଧିକାରୀ ଦାରିଙ୍ଗବାଡି ବ୍ଲକ ଦାୟିତ୍ଵ ରେ ରହିଥିବା ବେଳେ , ତୁମୁଡିବନ୍ଧ ବ୍ଲକ କୋଟଗଡ ବ୍ଲକ ଶିକ୍ଷାଧିକାରୀ ,ଘୁ ଉଦୟଗିରି ବ୍ଲକ ରାଇକିଆ ଶିକ୍ଷାଧିକାରୀ , କ ନୂଆଗାଁ ବ୍ଲକ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀ ଦାୟିତ୍ଵ ତୁଲାଉଥିବା ବେଳେ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀଙ୍କୁ ରିଲିଭ କରିବା ଫଳରେ କ.ନୂଆଗାଁ ଓ ଫିରିଙ୍ଗିଆ ବ୍ଲକ ରେ ପଦବୀ ଖାଲି ପଡିଲା । ଜିଲ୍ଲାର ଶିକ୍ଷା ବ୍ୟବସ୍ଥା କୁ ସୁଧାରିବା ପାଇଁ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ‘ଟିଚ କନ୍ଧମାଳ ‘  ଭଳି ଏକ ଅଭିନବ ଯୋଜନା ହାତକୁ ନେଇଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ବିଭିନ୍ନ ବିଦ୍ୟଳୟ ପରିଦର୍ଶନ କରି ଶିକ୍ଷା ଦାନର ସ୍ଥିତି ଅନୁଧ୍ୟାନ କରିବେ ବିଦ୍ୟାଳୟ ର ପାଠ ପଢା ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ , ଛାତ୍ର ଛାତ୍ରୀ ମାନଙ୍କ ପରିଷ୍କାର ପରିଚ୍ଛନ୍ନ, ପରିବେଶ ଓ ଉପସ୍ଥାନ ଯାଞ୍ଚ କରି ଶିକ୍ଷା ବ୍ୟବସ୍ଥା କୁ ସୁଧାରିବେ । ଗତ ବର୍ଷ ମଧ୍ୟ ତୁମୁଡିବନ୍ଧ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ ବଦଳୀ ହୋଇଥିବା ବେଳେ ତାଙ୍କ ସ୍ଥାନରେ କେହି ଆସିନଥିବା ବେଳେ ତାଙ୍କୁ ରିଲିଭ କରିଦେବା ଫଳରେ ବର୍ତ୍ତମାନ ମଧ୍ୟ କେହି ଆସିନାହାନ୍ତି ।ଯାହା ଫଳରେ ତୁମୁଡିବନ୍ଧ ଭଳି ପଛୁଆ ଅଞ୍ଚଳ ରେ ଶିକ୍ଷା ବ୍ୟବସ୍ଥାକୁ ନେଇ କୋଟଗଡ ବ୍ଲକ ଶିକ୍ଷାଧିକାରୀ ଦାୟିତ୍ଵ ରେ ରହି କାମ ଚଳାଉଛନ୍ତି । ଚଳିତ ବର୍ଷ ଶିକ୍ଷା ବ୍ୟବସ୍ଥା ରେ ଲାଗିରହିଥିବା ବହି ତୃଟି ସାଙ୍ଗକୁ କିଛି ବିଦ୍ୟାଳୟ ରେ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ଖୋଲାଯାଇଥିବା ବେଳେ ଶିକ୍ଷକ ପଦବୀ ଖାଲି ରହିଛି । ସେସବୁକୁ ଚଳାଇବା ଚିନ୍ତାର ବିଷୟ ପାଲଟିଛି । ଜିଲ୍ଲାରେ ଖାଲି ଥିବା ଓ ବଦଳି ହୋଇଥିବା ଗୋଷ୍ଠୀ ଶିକ୍ଷାଧିକାରୀ ପଦବୀ ରେ ଦକ୍ଷତା ଭିର୍ତ୍ତିକ ଅଧିକାରୀ ଙ୍କୁ ନିଯୁକ୍ତ କରିବା ପାଇଁ ଅଭିଭାବକ ସଂଘ ପକ୍ଷରୁ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026

You Might Also Like