-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

08-Jul-2026



ଯାଜପୁର (ପ୍ରଦୀପ କୁମାର ମଲ୍ଲିକ):  ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୧୭୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୩୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩୧ ଗୋଟି ରେଡକ୍ରସ ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୩୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ଶ୍ରୀ ବ୍ରହ୍ମାନନ୍ଦ ବେହେରା,  ତହସିଲଦାର , ଯାଜପୁର  ଶ୍ରୀ ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   06-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026

You Might Also Like