-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||     

HOME   ଜିଲ୍ଲା

ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ

08-Jul-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ): ଭୁବନେଶ୍ଵରଠାରେ ଆୟୋଜିତ ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ ଭୁବନେଶ୍ୱରସ୍ଥିତ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ସମ୍ମିଳନୀ କକ୍ଷରେ ବହୁ ଆଡ଼ମ୍ବର ଓ ଗାମ୍ଭୀର୍ଯ୍ୟ ସହିତ ପାଳିତ ହୋଇଯାଇଛି। ଏହି ସମାରୋହରେ ଘର୍ଟ୍ ଇଣ୍ଟରନ୍ୟାସନାଲର ରାଜ୍ୟ ସଭାପତି ପ୍ରଫେସର ଡକ୍ଟର ଇଞ୍ଜିନିୟର ମାନସ କୁମାର ଦାଶ ସଭାପତିତ୍ୱ କରିଥିଲେ। ଏହି ଅବସରରେ ସାତଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ମାନଦ ଓ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଥିଲା।ସେମାନଙ୍କ ମଧ୍ୟରେ ଡକ୍ଟର ଗୌରବ ଦୀପଙ୍କୁ ସମାଜସେବା କ୍ଷେତ୍ରରେ ସମ୍ମାନିତ କରାଯାଇଥିଲା। ଡକ୍ଟର ଗୌରବ ଦୀପ ଜଣେ ସମାଜସେବୀ ଭାବରେ ଯୁଯୋମୁରା ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଗରୀବ ଓ ଦଳିତ ଶ୍ରେଣୀ ଲୋକମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। ତାଙ୍କ କାର୍ଯ୍ୟକଳାପଗୁଡ଼ିକ ଶିକ୍ଷା,ସ୍ୱାସ୍ଥ୍ୟ ଓ ଜନ କଲ୍ୟାଣ ଭିତ୍ତିକ ଅଟେ । ଗରୀବ ପିଲାମାନଙ୍କର ପାଠପଢାକୁ ଗୁରୁତ୍ବ ଦେଇ ସେ ଡେ. କେୟାର.ସେଣ୍ଟର୍ ଦ୍ୱାରା ମୌଳିକ ଓ ନୈତିକ ଶିକ୍ଷାର ଗୁରୁତ୍ୱ ଉପରେ କାର୍ଯ୍ୟାରମ୍ଭ କରିଥିଲେ।ଏହା ସହିତ ଯୁବତୀ ଓ ମହିଳାମାନଙ୍କ ପାଇଁ ସିଲାଇ ଶିକ୍ଷାର ସୁବ୍ୟବସ୍ଥା ମଧ୍ୟ କରିଆସୁଛନ୍ତି ।ମହିଳା ମାନଙ୍କ ସଶକ୍ତିକରଣ ଓ ସେମାନଙ୍କୁ ଆର୍ଥିକ ସ୍ୱାବଲମ୍ଭୀ କ୍ଷେତ୍ରରେ ଗୌରବ ପ୍ରମୁଖ ଭୂମିକା ନିର୍ବାହ କରିଥାନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026

You Might Also Like