-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||     

HOME   ଜିଲ୍ଲା

ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ

08-Jul-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ଜଣେ ବାଲି ବ୍ୟବସାୟଙ୍କ ଠାରୁ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ ଧରାପଡ଼ିଛନ୍ତି । ଗତକାଲି ରାତିରେ ତାଙ୍କ କ୍ବାର୍ଟରୁ ଏହି ଟଙ୍କା ଚଢାଉ ସମୟରେ ମିଳିଥିଲା । ଜୟପୁର ଦୁର୍ନୀତି ନିବାରଣ ଇନସ୍ପେକ୍ଟର ଅନୁଭା ଦାଶ ତାଙ୍କୁ ଗିରଫ କରିଥିଲେ ।
ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ବିଭିନ୍ନ ସ୍ଥାନରେ ଥିବା ତାଙ୍କର ଆୟବର୍ହିଭୂତ ସମ୍ପତ୍ତି ଉପରେ ଚଢ଼ାଉ କରାଯାଇଥିଲା। ମାଲକାନଗିରି ଏବଂ କୋରାପୁଟ ଦାୟିତ୍ୱ ରେ ଥିବା 
ଖଣି ଉପନିର୍ଦେଶକ ସତ୍ୟଜିତ ରାଉତ 
 ଲିଜ୍ ଅବଧି ପରେ ବିସ୍ତାର ଏବଂ ବାଲି ଉତ୍ସର ସ୍ପଟ୍ ନିଲାମରେ ଲାଭ ଯୋଗାଇବା ପାଇଁ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।

ଯାଞ୍ଚ ସମୟର ୨ ଲକ୍ଷ ୬୦ ହଜାର ଟଙ୍କା ଜବତ କରାଯାଇ ଥିବା ବେଳେ ଅନ୍ୟାନ୍ୟ ଘରୁ  ନଗଦ ଜବତ ୪. ୯୦ ଲକ୍ଷ ଟଙ୍କା ପ୍ରାପ୍ତ ହୋଇଛି। ଭିଜିଲାନସ ହାତରେ ଧରା ପଡିବା ପରେ ରାଉତଙ୍କ ଜୟପୁରର ଲିଙ୍ଗରାଜ ନଗରରେ ଥିବା ଆବାସିକ ଘର, ବିଦ୍ୟାଧରପୁର କଟକରେ ଥିବା ଘର ଏବଂ ଓଲକାନା, ମାହାଙ୍ଗା, କଟକ ରେ ଥିବା ଘର ଉପରେ ଏକକାଳୀନ ତଲାସ କରାଯାଇଛି। 
 ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ର ଧାରା ୭ ଅନୁଯାୟୀ କୋରାପୁଟ ଭିଜିଲାନ୍ସ ପି.ଏସ୍. ମାମଲା ନଂ ୧୪/୨୦୨୬ ପଞ୍ଜୀକୃତ କରାଯାଇଛି। ଅଭିଯୁକ୍ତ ରାଉତଙ୍କ ବିରୁଦ୍ଧରେ ମାମଲା ଋଜୁ  କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   06-Sep-2026
  ଜିଲ୍ଲା  
ସାମ୍ବାଦିକଙ୍କ ମାତୃ ବିୟୋଗ   06-Sep-2026
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026

You Might Also Like