-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||      ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ 

08-Jul-2026




ବଲାଙ୍ଗୀର,ତା.୦୮/୦୭/୨୦୨୬:ସ୍ଥାନୀୟ ଗାନ୍ଧୀନଗର ପଡ଼ା ସ୍ଥିତ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ମିନି ଷ୍ଟାଡିୟମ ଠାରେ ୭୭ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସେଵାଶ୍ରୀ ଭୋଇ ଙ୍କ ସଭାପତିତ୍ୱ ରେ ଆୟୋଜିତ ଉଦ୍ଘାଟନୀ ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ଯୋଗଦେଇ ବୃକ୍ଷ ହିଁ ଜୀବନ ର ଆଧାର ବୋଲି କହିବା ସହ ବୃକ୍ଷ କେବଳ ପରିବେଶ ର ସନ୍ତୁଳନ ରକ୍ଷା କରେ ନାହିଁ,ବରଂ ମାନବ ଜୀବନର ଅସ୍ତିତ୍ୱ ପାଇଁ ଅମୂଲ୍ୟ ସମ୍ପଦ।ପ୍ରତ୍ୟେକ ଛାତ୍ରୀ ଅନ୍ତତଃ ଗୋଟିଏ ବୃକ୍ଷ ରୋପଣ କରି ତାହାର ଯତ୍ନ ନେବାକୁ ସେ ଆହ୍ୱାନ ଦେଇଥିଲେ।ନିମନ୍ତ୍ରୀତ ଅତିଥି ଭାବେ ଟିଟିଲାଗଡ଼

ଡିଏଭି କଲେଜ ର ପୂର୍ବତନ ଅଧ୍ୟକ୍ଷ ଶିବ ବେହେରା ନିଜ ବକ୍ତବ୍ୟରେ ପ୍ରକୃତି ଓ ମାନବ ପରସ୍ପର ପରିପୂରକ ବୋଲି କହିଵା ସହ ବନ ସମ୍ପଦର ସୁରକ୍ଷା ଏବଂ ଅଧିକରୁ ଅଧିକ ବୃକ୍ଷରୋପଣ ହିଁ ଜଳବାୟୁ ପରିବର୍ତ୍ତନ,ପ୍ରଦୂଷଣ ଓ ବୈଶ୍ୱିକ ଉତ୍ତାପ ଭଳି ସମସ୍ୟା ର ଦୀର୍ଘସ୍ଥାୟୀ ସମାଧାନ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା ନିଜ ବକ୍ତବ୍ୟରେ ଆଜି ରୋପଣ କରାଯାଉଥିବା ପ୍ରତ୍ୟେକ ଚାରା ଆଗାମୀ ପିଢ଼ି ପାଇଁ ଏକ ଅମୂଲ୍ୟ ଉପହାର ବୋଲି କହିଥିବା ବେଳେ ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ସବୁଜ ପରିବେଶ ହିଁ ସୁସ୍ଥ ସମାଜ ଓ ସମୃଦ୍ଧ ଭବିଷ୍ୟତ ର ଆଧାର ବୋଲି କହିଥିଲେ।ଏହି ଅବସରରେ ବିଦ୍ୟାଳୟ ର ଶିକ୍ଷୟତ୍ରୀ ନୂତନ ନାୟକ,ସବିତା ମିଶ୍ର,ରଶ୍ମିତା ଦାଶ,ଯାଜ୍ଞସିନୀ ମହାପାତ୍ର,ପ୍ରିୟମ୍ବଦା ଦେବ,ସୋମନାଞ୍ଜଳି ସାହୁ,ଶିକ୍ଷକ ସୁରେଶ ବାରିକ,ରଞ୍ଜିତ ମିଶ୍ର ଓ ହରି ଖେତୀଙ୍କ ନେତୃତ୍ୱରେ ଛାତ୍ରୀମାନେ ଏକ ସଚେତନତା ରାଲି ରେ "ଗଛ ଲଗାଅ,ଜୀବନ ବଞ୍ଚାଅ",'ଆଜିର ଗଛ,ଆସନ୍ତା କାଲିର ଭବିଷ୍ୟତ', "ପ୍ରତ୍ୟେକ ଲଗାଇବା ଗୋଟିଏ ଗଛ,ସବୁଜ ହେବ ଆମ ପରିବେଶ", "ବୃକ୍ଷ ଆମର ବନ୍ଧୁ,ସୁରକ୍ଷା କରିବା ସିନ୍ଧୁ" ପରି ବିଭିନ୍ନ ପରିବେଶ ସଚେତନତାମୂଳକ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।ଏହି ରାଲି ମାଧ୍ୟମରେ ବୃକ୍ଷରୋପଣ, ପରିବେଶ ସୁରକ୍ଷା ଏବଂ ସବୁଜ ପରିବେଶ ଗଠନ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ପହଞ୍ଚା ଯାଇଥିଲା।ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରାଙ୍କ ଦ୍ୱାରା ପରିଚାଳିତ ଏହି କାର୍ଯକ୍ରମରେ ଏନସିସି ର ଦ୍ଵିତୀୟ କମାଣ୍ଡିଙ୍ଗ ଅଫିସର

ସୌମ୍ୟାଶ୍ରୀ ସାହୁ,ଭାରତ ସ୍କାଉଟ ଗାଇଡ଼ ର ଗାଇଡ଼ ଶିକ୍ଷୟତ୍ରୀ ଲିଜା ସାହୁ,ଜୁନିଅର ରେଡ଼କ୍ରସ କାଉନସେଲର ଦୀପ୍ତି ବେହେରା, ଇକୋ କ୍ଲବ ଇନଚାର୍ଜ ପ୍ରଜ୍ଞା ପରମିତା ବଘାର, ସ୍ୱରଞ୍ଜିକା ରାଉତ, ରଶ୍ମିରେଖା ବାଗ ଙ୍କ ତତ୍ୱାବଧାନରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ମିନି ଷ୍ଟାଡିଅମର ଚତୁଃପାର୍ଶ୍ୱ ରେ ଆମ୍ବ,ଜାମୁ, ନିମ୍ବ, ଆତ, କରଞ୍ଜ, ବର, ପିପ୍ପଳ, ଅଁଳା,ଅମୃତ ଭଣ୍ଡା,କାଜୁ ସମେତ ବିଭିନ୍ନ କିସମର ଫଳ, ଔଷଧୀୟ ଓ ଛାୟାପ୍ରଦ  ବୃକ୍ଷର ଚାରା ରୋପଣ କରାଯାଇ ଥିଲା।ରୋପଣ କରାଯାଇଥିବା ପ୍ରତ୍ୟେକ ଚାରା ର ସୁରକ୍ଷା ଓ ନିୟମିତ ଯତ୍ନ ନେବା ପାଇଁ ଛାତ୍ରୀମାନେ ସଂକଳ୍ପ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   06-Sep-2026
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026

You Might Also Like