-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||     

HOME   ରାଜ୍ୟ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ

08-Jul-2026



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦୁଇ ଦିନିଆ କୋଲକାତା ଗସ୍ତ କରିଛନ୍ତି । ଆଜି ଅପରାହ୍ନରେ କୋଲକାତାସ୍ଥିତ ଖାଦ୍ୟ ଭବନରେ ପଶ୍ଚିମବଙ୍ଗ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଶ୍ରୀ ଅଶୋକ କୀର୍ତ୍ତନିଆଙ୍କ ସହ ସହ ବିଭିନ୍ନ ପ୍ରସଙ୍ଗରେ ସାକ୍ଷାତ ଆଲୋଚନା କରିଥିଲେ । ଉଭୟ ରାଜ୍ୟ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ସମନ୍ୱୟ ରକ୍ଷାକରି ଦୁଇ ରାଜ୍ୟର ସ୍ୱାର୍ଥ ପାଇଁ କାର୍ଯ୍ୟ କରିବାକୁ ଉଭୟ ମନ୍ତ୍ରୀ ଆଲୋଚନା କରିଥିଲେ । ଆଳୁ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଏବଂ ଏ ଦିଗରେ ସମୁଚିତ ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ଶ୍ରୀ କୀର୍ତ୍ତନିଆ ପ୍ରତିଶୃତି ଦେଇଥିଲେ । ଏଥିନିମନ୍ତେ ସମସ୍ତ ସହଯୋଗ ଜାରି ରହିବ ବୋଲି ଆଲୋଚନା ବେଳେ ସେ କହିଥିଲେ ।  ପୂର୍ବ ସରକାର ଖାଦ୍ୟ ସାମଗ୍ରୀ ଯୋଗାଣ କ୍ଷେତ୍ରରେ ଓଡିଶା ପ୍ରତି ଯେଉଁ ବୈମାତୃକ ମନୋଭାବ ପୋଷଣ କରିଥିଲେ ଏହାର ପୁନରାବୃତ୍ତି ହେବ ନାହିଁ ବୋଲି ସେ କହିଥିଲେ । 

ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଦିଗରେ ରାଜ୍ୟ ସରକାର କାର୍ଯ୍ୟକରୁଥିବା ନେଇ ଓଡିଶା ସରକାରଙ୍କୁ ପଶ୍ଚିମବଙ୍ଗ ମନ୍ତ୍ରୀ ଭୂୟଶୀ ପ୍ରଶଂସା କରିଛନ୍ତି। ଉଭୟ ଓଡିଶା ଓ ପଶ୍ଚିମବଙ୍ଗ ସରକାର ଦୁଇ ରାଜ୍ୟର ସାଧାରଣ ଜନତାଙ୍କ ସ୍ୱାର୍ଥ ରକ୍ଷା ଦିଗରେ କାର୍ଯ୍ୟକରିବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶ ମୂଳକ କାର୍ଯ୍ୟକ୍ରମକୁ ଆଗକୁ ନେଉଥିବା ନେଇ ଦୁଇ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ସହ ସାକ୍ଷାତ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026

You Might Also Like