-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ

08-Jul-2026



ବରପାଲି - (ସୁଦାମ ଦୀପ)ବରଗଡ ଜିଲ୍ଲା ଝାରବନ୍ଧ ପଞ୍ଚାୟତ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଝାରବନ୍ଧ ଠାରେ  ୭୭ତମ ବନ ମହୋତ୍ସବ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କିଶୋର କୁମାର ଦୀପ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବରେ ଝାରବନ୍ଧ ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ମିଶ୍ର,ସମ୍ମାନିତ ଅତିଥିଭାବେ ବନପାଳ ଗିରିରାଜ କୁମ୍ଭାର,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ କୁମାର ରାୟ, ସଭ୍ୟ ଅନିରୁଦ୍ଧ ହଂସ, ସିଆରସିସି ଗୋପାଳ ହରିଜନ ଖବରଦାତା ଦେବେନ୍ଦ୍ର ସାହୁ  ଯୋଗଦାନ କରିଥିଲେ l ଅତିଥିମାନେ ନିଜ ବକ୍ତବ୍ୟରେ ବନ ମହୋତ୍ସବ ର ଗୁରୁତ୍ୱ,ବିଶ୍ୱ  ଉତ୍ତାପନ ର କୁପ୍ରଭାବ,ଏବଂ ପରିବେଶ ସନ୍ତୁଳନ ରକ୍ଷାରେ ବୃକ୍ଷ ରୋପଣର ଆବଶ୍ୟକତା ସମ୍ପର୍କରେ ଛାତ୍ର ଛାତ୍ରୀ ଙ୍କୁ ସଚେତନତା କରିଥିଲେ l କାର୍ଯ୍ୟକ୍ରମ କୁ ଶିକ୍ଷୟିତ୍ରୀ ଅନୁପମା ପ୍ରଧାନ ପରିଚାଳନା କରିଥିବା ବେଳେ ଶିକ୍ଷକ ଦୟାନିଧି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ବିଦ୍ୟାଳୟ ପରିସରରେ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ମାନେ ମିଳିତ ଭାବରେ ବୃକ୍ଷ ରୋପଣ କରିଥିଲେ l ଏହି କାର୍ଯ୍ୟକ୍ରମ ପରିବେଶ ସୁରକ୍ଷା ପ୍ରତି ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବା ସହ ବୃକ୍ଷ ରୋପଣ ପ୍ରତି ଆଗ୍ରହ ବୃଦ୍ଧି କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026

You Might Also Like