-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*

09-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ ଥାନା ଅଧିନ ଚଚରାଗୁଡା ଗ୍ରାମ ପଞ୍ଚାୟତ  କେଲିଆ ଗ୍ରାମରେ ଏକ ୪ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଡାବୁଗାଁ ଥାନା ପୋଲିସ ଜଣେ  ନାବାଳକକୁ ଗିରଫ କରିଛି।   ସୂଚନା ଯୋଗ୍ୟ - କେଲିଆ ଗ୍ରାମର  ୪ ବର୍ଷର ନାବାଳିକା ଝିଅ ବୁଧବାର  ସନ୍ଧ୍ୟା  ସମୟରେ ଖେଳୁଥିବା ବେଳେ ସେହି ଗ୍ରାମର ଜଣେ  ନାବାଳକ ୪ବର୍ଷର ନାବାଳିକାକୁ ଏକ ନିର୍ଜନ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିଲା ।  ଏନେଇ ଡାବୁଗାଁ ଥାନରେ ପରିବାର ଲୋକେ ଲିଖିତ ଏତଲା  ଦେଇଛନ୍ତି  । ଉକ୍ତ ଏତଲା କୁ ଭିତ୍ତି କରି ଡାବୁଗାଁ ଥାନା କେସ ନଂ ୧୬୦/୨୬ ରେ ଏକ ମାମଲା ରୁଜୁ କରି ଦୁଷ୍କର୍ମ କରିଥିବା ନାବାଳକକୁ ଥାନାରେ ଅଟକ ରଖି ଯାଞ୍ଚ କରୁଥିବା ସୂଚନା ମିଳିଛି । ନାବାଳିକାକୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିବା ସୂଚନା ମିଳିଛି।ଦିନକୁ ଦିନ ନାବାଳିକା ବଳାତ୍କାର ବଢ଼ିବାରେ ଲାଗିଛି।  ଯେତେବେଳ ଯାଏଁ ସରକାର ବଳାତ୍କରୀଙ୍କୁ କୋଠର ଦଣ୍ଡ ଦେଇନାହାନ୍ତି, ସେତେ ବେଳ ପର୍ଯ୍ୟନ୍ତ ଦୁଷ୍କର୍ମ ଭଳି ଅପରାଧ ରୋକା ଜାଇପରିବ ନାହଁ ବୋଲି ଜନସାଧାରଣରେ
ଚର୍ଚ୍ଚା  ଜୋର ଧରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026

You Might Also Like