-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||     

HOME   ଜିଲ୍ଲା

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା

09-Jul-2026



ତରଭା:(ପ୍ରେରଣା ଖବର)- ପାଣିମୋରା ଇଥାନାଲ ଫ୍ୟାକ୍ଟ୍ରି ରେ ଏକ ଅଘଟଣ ଘଟିଯାଇଛି।୮.୭.୨୦୨୬ ପୂର୍ବାହ୍ନ ୧୧:୩୦ ମିନିଟ୍ ସମୟରେ ଜଣେ ୩୫ ବର୍ଷୀୟ ବ୍ୟକ୍ତି ଗ୍ରେନ୍ ସାଇଲୋ ଭିତରେ ପଡ଼ି ମୃତ୍ୟୁବରଣ କରିଥିଲେ।ତରଭା ଥାନା ଅଧିକାରୀ ଡୋଲାମଣି ନାଏକ,ଏସ ଆଇ ପ୍ରସଂଜିତ ବେହେରା ଏବଂ ଏସଡିପିଓ ଘଟଣାସ୍ଥଳ କୁ ଯାଇ ପରିଦର୍ଶନ କରିଥିବା ବେଳେ କେସ ନମ୍ବର ୫/୨୦୨୬ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି।ସୂଚନାରୁ ପ୍ରକାଶ ଯେ ଦିନ ୧୧:୩୦ ମିନିଟ୍ ସମୟରେ  କାର୍ଯ୍ୟରତ ଥିବା ବେଳେ ଉତ୍ତର ପ୍ରଦେଶ ର ଆଁଚଳ ରାଜଭର ନାମକ ବ୍ୟକ୍ତି ଗ୍ରେନ ସାଇଲୋ ଭିତରେ ପଡ଼ି ମୃତ୍ୟୁବରଣ କରିଥିଲେ।ମୃତକ ଙ୍କ ଶଳା ଶ୍ୟାମକେସ ରାଜଭର ତରଭା ଥାନାରେ କେସ ରୁଜୁ କରିଥିଲେ।ତରଭା ପୋଲିସ କେସ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।କାରଖାନା ସେଫ୍ଟି ମ୍ୟାନେଜର ଏବଂ ଏଚ ଆର୍ ଫ୍ୟାକ୍ଟ୍ରି କୁ ଯାଇ ପରିଦର୍ଶନ କରି ଆସିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026

You Might Also Like