-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ

09-Jul-2026



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର କଂସାରୀପଡା ନୀବାସୀ ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ରୱାଲଙ୍କ ପରଲୋକ ହୋଇଯାଇଛି । ହଠାତ ତାଙ୍କ ଦେହ ଅସୁସ୍ଥ ହୋଇଥିଲା । ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସପିଟାଲକୁ ନିଆଯାଇ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଥିଲା । ଶ୍ରୀ ଅଗ୍ରୱାଲ ବଲାଙ୍ଗୀର ସହରର ଜଣେ ଜଣାଶୁଣା ବ୍ୟକ୍ତି ତଥା ବ୍ୟବସାୟୀ ଥିଲେ । ତାଙ୍କ ବିୟୋଗରେ ସହରର ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ସ୍ଥାନୀୟ ବିଭୁତିପଡା ଶ୍ମସାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ତାଙ୍କ ବିୟୋଗରେ ବଲାଙ୍ଗୀର ସହର ତଥା ତାଙ୍କ ପୈତୃକଗ୍ରାମ ପୁଡାପାଲିରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ଶେଷ ଦର୍ଶନରେ ବଲାଙ୍ଗୀରର ମାରୱାଡି ସମାଜର କର୍ମକର୍ତ୍ତା ତଥା  ବହୁ ବିଶିଷ୍ଟ ବ୍ୟକ୍ତିଗଣ ଯୋଗଦେଇଥିଲେ । ତାଙ୍କ ମୃତ୍ୟୁଶର୍ଯ୍ୟାରେ ତାଙ୍କ ଭାଇ ସୁରେଶ ଅଗ୍ରୱାଲ,ଧର୍ମପତ୍ନୀ ,ପୁତ୍ର ଶୈଳେନ୍ଦ୍ର ଅଗ୍ରୱାଲ,ଅନୋଜ ଅଗ୍ରୱାଲ ଓ ମନୋଜ ଅଗ୍ରୱାଲଙ୍କ ସମେତ ପରିବାର ବର୍ଗ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026

You Might Also Like