-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||     

HOME   ଜିଲ୍ଲା

୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା

09-Jul-2026



ନୂଆପଡ଼ା (ରାମନାଥ ପଣ୍ଡା )
ଦୀର୍ଘ ବର୍ଷ ଧରି ନିଷ୍ଠା ଓ ପରିଶ୍ରମର ସହିତ ସେବା ଯୋଗାଇ ଆସୁଥିବା ଯୋଗାଣ ସହାୟକଙ୍କ ନ୍ୟାୟସଙ୍ଗତ ଦାବିଗୁଡିକୁ ସରକାର ଶୁଣୁ ନାହାନ୍ତି, ଗତ ଜୁନ ୧୬ ତାରିଖରେ ଯୋଗାଣ ସହାୟକମାନେ ରାଜ୍ୟ ସରକାର ଓ ରାଜ୍ୟ ପ୍ରଶାସନକୁ ଏକ ଲିଖିତ ନୋଟିସ ମଧ୍ୟ ପ୍ରଦାନ କରିଥିଲେ ଦାବି ଗୁଡ଼ିକର ସମାଧାନ ପାଇଁ ଏବଂ  ସରକାରଙ୍କ ନୂତନ ପ୍ରଚଳିତ ସି ଏମ ଏ ୟାଇ ଯୋଜନା ଓ ବୃହତ୍ତର ଜନସ୍ବାର୍ଥକୁ ସମ୍ମାନ ଜଣାଇ ଖାଦ୍ୟଶସ୍ୟ ବଣ୍ଟନ କାର୍ଯ୍ୟ ସଫଳ କରିବା ପାଇଁ ସହଯୋଗ କରିବାର ଆଶ୍ୱାସନା ଦେଇଥିଲେ ଯୋଗାଣ ସହାୟକ ।ସେହି ସମୟରେ ଯୋଗାଣ ସହାୟକମାନେ ସ୍ପଷ୍ଟ ଭାବରେ ଜଣାଇଥିଲେ ଯେ ଯଦି ସରକାର ୧୦ ଜୁଲାଇ ୨୦୨୬ ସୁଦ୍ଧା ସେମାନଙ୍କ ଦାବି ଗୁଡ଼ିକର ସମାଧାନ ନ କରନ୍ତି ତେବେ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ଅଧିକାର ବଳରେ ୧୦ ଜୁଲାଇ ୨୦୨୬ ଠାରୁ ସାମୁହିକ ଛୁଟିରେ ରହିବାକୁ ବାଧ୍ୟ ହେବେ ଏବଂ ଗଣତାନ୍ତ୍ରିକ ଆନ୍ଦୋଳନକୁ ଅଧିକ ତୀବ୍ର କରିବେ ବୋଲି ସେତେବେଳେ ପ୍ରକାଶ କରିଥିଲେ । ଏସବୁ ଜାଣି ମଧ୍ୟ ଜୁଲାଇ ଓ ଅଗଷ୍ଟ ମାସ ପାଇଁ ଖାଦ୍ୟଶସ୍ୟ ବଣ୍ଟନର ଆବଣ୍ଟନ ବର୍ତ୍ତମାନ  ଜାରି କରାଯାଇଛି ।ଏହି ପରିପ୍ରେକ୍ଷୀରେ ସେମାନେ ବୋଡ଼େନ ବି ଡି ଓ ଚିନ୍ମୟ କୁମାର ସାଗରଙ୍କୁ ଲିଖିତ ବିନମ୍ର ଅନୁରୋଧ କରିଛନ୍ତି ଯେ ୧୦ ଜୁଲାଇ ଠାରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକମାନେ ତେଣୁ ଉକ୍ତ ମାସଗୁଡ଼ିକର ଖାଦ୍ୟଶସ୍ୟ ବଣ୍ଟନ କାର୍ଯ୍ୟ କରିବା ପାଇଁ ସରକାର କିମ୍ବା ଜିଲ୍ଲା ପ୍ରଶାସନ ସେମାନଙ୍କ ସଂଘର ସଦସ୍ୟମାନଙ୍କ ଉପରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ କୌଣସି ପ୍ରକାରର ଚାପ ପ୍ରୟୋଗ ନ କରନ୍ତୁ ବୋଲି ସଂଘର ସଭାପତି ପ୍ରେମ ବିଶ୍ଵାଳ,ସମ୍ପାଦକ ଦୁଷ୍ମନ୍ତ ବେହେରା,ଲକ୍ଷ୍ମୀକାନ୍ତ ଜଗତ, ଅଶୋକ ସାହୁ,ରଞ୍ଜିତ ବାଗ, ମହେନ୍ଦ୍ର ବାଗ, ଥବିରାମ ପାଣ୍ଡେ,ଯଶୋବନ୍ତ ମାଝୀ,ଅନୁରାଗ ବାଗ,ଆଲୋକ ବେହେରା ପ୍ରମୁଖ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026

You Might Also Like