-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||     

HOME   ଜିଲ୍ଲା

୧୯-୨୦ର ସବୁ ନବମ ପିଲା ଦେଇପାରିବେ ମାଟ୍ରିକ୍ ପରୀକ୍ଷା

09-Feb-2021



ଭୁବନେଶ୍ୱର(ପ୍ରେରଣା ଖବର) ୨୦୧୯-୨୦ର ସମସ୍ତ ନବମ ଶ୍ରେଣୀ ପିଲା ମାଟ୍ରିକ ଦେଇପାରିବେ। ସମସ୍ତ ପିଲା ମାଟ୍ରିକ ପରୀକ୍ଷା ଦେଇପାରିବା ନେଇ ସରକାର ଘୋଷଣା କରିଛନ୍ତି। ୨୦୨୧ ମେ ମାସରେ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଏହି ଛାତ୍ରଛାତ୍ରୀମାନେ ଦେଇପାରିବେ। ଏହା ସବୁ ଓଡ଼ିଆ ମାଧ୍ୟମ ପିଲାଙ୍କ ପାଇଁ ପ୍ରଯୁଜ୍ୟ ବୋଲି ସରକାର କହିଛନ୍ତି। କୋଭିଡ଼ ପାଇଁ ୨୦୨୦ ମାର୍ଚ୍ଚରୁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ସ୍କୁଲ ବନ୍ଦ ଥିବାରୁ ନବମ ଶ୍ରେଣୀ ବାର୍ଷିକ ପରୀକ୍ଷା ହୋଇପାରିନଥିଲା। ସେହିପରି ୨୦୧୯-୨୦ରେ ଏକାଦଶ ପଢୁଥିବା ସବୁ ପିଲା +୨ ପରୀକ୍ଷା ଦେଇପାରିବେ। ଅର୍ଥାତ୍ ୧୯-୨୦ ଶିକ୍ଷାବର୍ଷରେ ନବମ ଓ ଏକାଦଶରେ ପାଠ ପଢୁଥିବା ପିଲା ଗତ ବର୍ଷ କରୋନା ଯୋଗୁଁ ପରୀକ୍ଷା ଦେଇପାରିନଥିଲେ।
ଗତକାଲି ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ ପାଇଥିଲା। ଚଳିତ ବର୍ଷ ମେ’ ୩ରୁ ୧୫ ତାରିଖ ଯାଏଁ ପରୀକ୍ଷା ଚାଲିବ।  ପ୍ରଥମ ଦିନ ଅର୍ଥାତ ମେ ୩ ତାରିଖରେ ରହିଛି ମାତୃଭାଷା ଓଡ଼ିଆ। ମେ ୫ରେ ଇଂଲିଶ ଏବଂ ୭ ତାରିଖରେ ହେବ ହିନ୍ଦୀ ପରୀକ୍ଷା। ସେହିପରି ମେ ୮ ତାରିଖରେ ସଂସ୍କୃତ ଏବଂ ୧୦ରେ ଗଣିତ ପରୀକ୍ଷା ହେବ। ୧୨ରେ ବିଜ୍ଞାନ ଓ ୧୫ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ସୂଚୀ ପ୍ରକାଶ ପାଇଛି। ଦୈନିକ ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ଯାଏଁ ଚାଲିବ। କିନ୍ତୁ ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ ସମୟ ଦିଆଯିବ। ଏଥର ମଧ୍ୟ OMRରେ ଅବ୍‌ଜେକ୍ଟିଭ ଏବଂ ବୁକ୍‌ଲେଟରେ ସବ୍‌ଜେକ୍ଟିଭ ଉତ୍ତର ଲେଖିବେ ଛାତ୍ରଛାତ୍ରୀ। ଏ ବର୍ଷ ମାଟ୍ରିକ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।ଆଗରୁ ମେରେ ପରୀକ୍ଷା ହେବା ନେଇ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା। କିନ୍ତୁ ତାହାର କାର୍ଯ୍ୟସୂଚୀ ପ୍ରକାଶ ପାଇନଥିଲା। କିନ୍ତୁ ଆଜି ଏନେଇ ବିଧିବଦ୍ଧ ବାବେ କାର୍ଯ୍ୟସୂଚୀ ଆସିଛି।  ଛାତ୍ରଛାତ୍ରୀମାନେ ଏଥର ୮୦ ମାର୍କର ପରୀକ୍ଷା ଦେବେ। କିନ୍ତୁ ୧୦୦ ମାର୍କରୁ ଫଳାଫଳ ହିସାବ କରାଯିବ। ଅର୍ଥାତ୍ ୮୦ରୁ ଯେତିକି ମାର୍କ ରଖିବେ, ସେହି ଅନୁସାରେ ୧୦୦ରୁ ହିସାବ କରାଯିବ। ପରୀକ୍ଷା ସହଜ ଦୃଷ୍ଟିରୁ ଏଥର ୫୦ ମାର୍କର ଅବଜେକ୍ଟିଭ୍ ରଖାଯାଇଛି। ଏହି ପରୀକ୍ଷା ୮ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ। ୯ଟାରୁ ୧୦ଟା ପର୍ଯ୍ୟନ୍ତ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତର ଦେବେ। ଏଥର ନିଜ କେନ୍ଦ୍ରରେ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।କୋଭିଡ୍‌ କଟକଣା ମଧ୍ୟରେ ଦୀର୍ଘ ୯ ମାସ ପରେ ରାଜ୍ୟରେ ଜାନୁଆରୀ ୮ରୁ ସ୍କୁଲ୍ ଖୋଲିଥିଲା। ତେବେ ରବିବାରରେ ବି ସ୍କୁଲ୍‌ରେ ଚାଲିଛି ପାଠପଢ଼ା। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କେବଳ ସ୍କୁଲ୍‌ ଖୋଲିଛି। ପ୍ରତି କ୍ଲାସ୍‌ ରୁମ୍‌ରେ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀ ବସୁଥିବା ବେଳେ କ୍ଲାସ୍‌ ଗୁଡ଼ିକୁ ବିଭିନ୍ନ ସେକ୍ସନରେ ବିଭକ୍ତ କରାଯାଇଛି। ଭିଡ଼ ଏଡାଇବା ଲାଗି ଖାଇବା ଛୁଟି ବି ପର୍ଯ୍ୟାୟ କ୍ରମେ କରାଯାଇଛି। ଏପ୍ରିଲ୍ ୨୮ ଯାଏ ୧୦୦ ଦିନ ପାଠପଢ଼ା ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026

You Might Also Like