-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*

10-Jul-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର) ଆଗ କାଳରେ ବର୍ଷା ଆରମ୍ବ ବା ଆଷାଢ ମାସର ପ୍ରଥମ ବର୍ଷାରେ ବେସ୍ ଶୋଭା ପାଉଥିଲା ଲାଲ ରଙ୍ଗର ଟୁକ ଟୁକୁ ସାଧବ ବୋହୁ । ବର୍ଷାର ଆଗମନରେ ଧରାପୃଷ୍ଠକୁ ଆଗମନ ହେଉଛି ଲାଲ୍ ଟୁକୁ ଟୁକୁ ସାଧବ ବୋହୂ । ନାଲି ପାଟ ପିନ୍ଧି ମନ ମୋହୁଥିଲା ଏହି ସାଧବ ବୋହୂ । ଏହି ସାଧବ ବୋହୁ କୁ ଦେଖ୍ ଚାଷୀ ଭାଇ ମନ ଭାରି ଖୁସି ହେଉଥିଲେ । କାରଣ ସାଧବ ବୋହୁକୁ ଦେଖା ଦେଲେ ଭଲ ଫସଲ ହେବ ବୋଲି ଚାଷୀମାନେ ଅନୁମାନ କରିନେଉଥିଲେ । ଏହି କୀଟ  ସାଧାରଣତଃ ବାଡି, ବଗିଚା, ବିଲହିଡ, ଘାସପଡିଆ ଓ ଘାସ ହୋଇଥିବା ସ୍ଥାନ ମାନଙ୍କରେ ଦେଖା ଯାଇଥାନ୍ତି। ଏହି ସାଧବ ବୋହୁ ନାଲି ରଙ୍ଗର ହୋଇଥାଏ । ଏହି ଜୀବଟି ଘାସ ଓ ମାଟି ଉପରେ ଧୂର ଗତିରେ ଚାଲି ଥାଏ। ଦେଖୁବାକୁ ଭାରି ସୁନ୍ଦର ଓ ମନୋରମ ଲାଗିଥାଏ ।ଏହି ସାଧବ ବୋହୁ ପ୍ରାୟତଃ ସମସ୍ତ ଅଞ୍ଚଳରେ ଦେଖାଯାଇଥାନ୍ତି। ଏହି ସାଧବ ବୋହୁ କୁ ଦେଖ୍ ଅଧ‌ିକ ଖୁସି ଅନୁଭବ କରନ୍ତି କୁନିକୁନି ପିଲାମାନେ। ହେଲେ ଦୁର୍ଭାଗ୍ୟ ବଶତଃ ବର୍ତ୍ତମାନ ପ୍ରଦୂଷିତ ପରିବେଶରେ ଏମାନଙ୍କ ବଂଶ ଲୋପ ପାଇବାକୁ ବସିଲାଣି। ଆଧୁନିକତାର ଚାଦର ତଳେ ଚାପି ହୋଇ ଗଲାଣି ଏହି ସୁନ୍ଦର ଜୀବ। ସାଧବ ବୋହୁ କୁ ନେଇ କେତେ କାବ୍ୟ କବିତା ର ସମ୍ଭାର ଦେଖୁବାକୁ ମିଳିଥାଏ। ପ୍ରକୃତିର ଏହି ଉପହାର କୁ ନେଇ କବି ଓ ପ୍ରକୃତି ପ୍ରେମୀ ଭାବୁକ ହୋଇ ଯାଇଥାନ୍ତି।ବର୍ତ୍ତମାନ ସମୟରେ ଏହି ସାଧବ ବୋହୁ ପ୍ରାୟତଃ ଦେଖାଯାଉ ନାହାନ୍ତି। ଯାହା କମ୍ ପରିମାଣରେ ଦେଖ୍ ବାକୁ ମି ଳୁଛି । ସାର, କୀଟନାଶକ, ବିଭିନ୍ନ ସ୍ଥାନରେ କଂକ୍ରିଟ, ଜଙ୍ଗଲ କାଟି ନଷ୍ଟ କରିବା ଓ ଅସ୍ଵାଭାବିକ ପରିବେଶ ପ୍ରଦୂଷଣ ଯୋଗୁଁ  ଏମାନଙ୍କର ବଂଶ ଲୋପ ପାଇବାକୁ ଯାଉଛି। ଦୁର୍ଭାଗ୍ୟର ବିଷୟ ସାଧବ ବୋହୂ ପୋକ ଆଗାମୀ ପିଢିଙ୍କ ପାଇଁ ବୋଧ ହୁଏ ଇତିହାସ ପାଲଟି ଯିବ।ଏଭଳି ଅନେକ କୀଟପତଙ୍ଗ ଆଉ ଏବେ ବର୍ଷା ଦିନରେ ଦେଖୁବାକୁ ମଧ୍ୟ୍ୟ ସପନ ହୋଇ ଗଲେଣି।ଏହା ପ୍ରକୃତିର ବିଡମ୍ବନା ନା ମଣିଷର ଦୁର୍ଭାଗ୍ୟ ତାହାତ ଆଗାମୀ ଦିନରେ ଜଣା ପଡିବ। 

*?:-ଏହା ପ୍ରକୃତିର ବିଡମ୍ବନା ନା ମଣିଷର ଦୁର୍ଭାଗ୍ୟ ତାହାତ ଆଗାମୀ ଦିନରେ ଜଣା ପଡିବ???*


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like