-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ

10-Jul-2026



(ମନୋରଞ୍ଜନ ତ୍ରିପାଠୀ )
ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ବିକାଶ ସେବା ପକ୍ଷ ଅବସରରେ ସୋନପୁର ମହାବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀ ରାଧାକାନ୍ତ ନାଏକ, ଅଧ୍ୟକ୍ଷ, ସୋନପୁର ମହାବିଦ୍ୟାଳୟ ଏବଂ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ବ୍ୟବସାୟୀ ଡ଼. ଆଦିକନ୍ଦ ବାବୁ ଯୋଗଦେଇଥିଲେ।

  ଏହି କାର୍ଯ୍ୟକ୍ରମ ସୋନପୁର ଶାଖାର ସଭାପତି ଡ଼. ସନ୍ତୋଷ କୁମାର ପାଢ଼ୀଙ୍କ ନେତୃତ୍ୱରେ, ସମ୍ପାଦକ ଲେଫ୍ଟନାଣ୍ଟ ଅଶିଷ କୁମାର ଅଗ୍ରୱାଲ ଓ ଓଡ଼ିଶା ପଶ୍ଚିମ ପ୍ରାନ୍ତର  ମହାସଚିବ ଶ୍ରୀ ଦୁର୍ଯ୍ୟୋଧନ ସାହୁଙ୍କ ମାର୍ଗ ଦର୍ଶନରେ ସମ୍ପାଦିତ ହୋଇଛି। ଶାଖାର କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ପ୍ରମୋଦ ସାହୁ, ପର୍ବ୍ୟବରଣ ସଂଯୋଜୋକ ଶ୍ରୀ ଅରବିନ୍ଦ ସାହୁ, ଶ୍ରୀ ଦାମୋଦର ପଣ୍ଡା, ପୂର୍ବତନ ସମ୍ପାଦକ ଶ୍ରୀ ଉମାକାନ୍ତ ନାଗ, ସଦସ୍ୟ ଡ଼. ନରେନ୍ଦ୍ର ପ୍ରଧାନ, ପ୍ରାଧ୍ୟାପକ ରମାକାନ୍ତ କର, ଶ୍ରୀ ଅବିନାଶ ସାହୁ ପ୍ରମୁଖ  ସହ ସୋନପୁର ମହାବିଦ୍ୟାଳୟର ଏନ୍‌.ସି.ସି. କ୍ୟାଡେଟ୍‌ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ୩୧ଟି ଫଳଜ ଓ ଅନ୍ୟାନ୍ୟ ଚାରାଗଛ ରୋପଣ କରାଯାଇଥିଲା। ଉପସ୍ଥିତ ସମସ୍ତେ ପରିବେଶ ସୁରକ୍ଷା ଓ ସବୁଜ ସମୃଦ୍ଧ ଭବିଷ୍ୟତ ଗଠନ ପାଇଁ ରୋପିତ ବୃକ୍ଷଗୁଡ଼ିକର ଯତ୍ନ ନେବାକୁ ଶପଥ ଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମଟି ଭାରତ ବିକାଶ ପରିଷଦ, ସୋନପୁର ଶାଖାର ପର୍ଯ୍ୟାବରଣ ଟୋଲୀ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ "ବୃକ୍ଷ ଲଗାନ୍ତୁ, ପ୍ରକୃତିକୁ ବଞ୍ଚାନ୍ତୁ, ଭବିଷ୍ୟତକୁ ସୁରକ୍ଷିତ କରନ୍ତୁ" ବାର୍ତ୍ତା ସହ କାର୍ଯ୍ୟକ୍ରମର ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like