-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି

10-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର )
 କିଛି ଦିନ ପୂର୍ବେ ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କରିଥିଲା କୃଷି ବିଭାଗ।ଡାବୁଗାଁ ବ୍ଲକର ବିଭିନ୍ନ ଖୁଚୁରା ସାର ବିକ୍ରି ଦୁକାନକୁ ଯାଇ ଷ୍ଟକ ଏବଂ ବିକ୍ରୟ ରେଜିଷ୍ଟେର ଯାଞ୍ଚ କରିବା ସହ ଚାଷୀଙ୍କୁ ବ୍ୟାଗରେ ମୁଦ୍ରିତ ମୂଲ୍ୟ ବା ସରକାରୀ ମୂଲ୍ୟରେ ସାର ଭିକ୍ରି ପାଇଁ ନିର୍ଦେଶ ମଧ୍ୟ ଦେଇଥିଲେ କୃଷି ଅଧିକାରୀ। କିନ୍ତୁ ବର୍ତ୍ତମାନ ପୁଣି ଡାବୁଗାଁ ଅଂଚଳରେ ଛଡା ଦରରେ ସାର ଭିକ୍ରି ହେଉଥିବା ଦେଖିବାକୁ ମିଳୁଛି। ଚାଷି ଭାଇ ମାନେ କହିବା ପ୍ରକାରେ ଡିଏଫଇ 20-20  Rs-1350 ରୁ 18ସହ ଟଙ୍କା ଥିବା ବେଳେ ଡାବୁଗାଁ ଅଂଚଳରେ ଥିବା ସ୍ୱୀକୃତି ପ୍ରାପ୍ତ ସାର ବିକ୍ରେତା ଦକାନି ମାନେ ଚଢ଼ାଦରରେ  2500 ରୁ 2800 ଟଙ୍କା  ପର୍ଯ୍ୟନ୍ତ ବିକ୍ରି କରୁଥିବା ସୂଚନା ମିଳୁଛି। କୃଷିବିଭାଗ ଏଥିପ୍ରତି ଦୃଷ୍ଟି ଦେଲେ ଚାଷିଭାଇ ମାନେ ଉଚିତ ମୂଲ୍ୟରେ ସାର ପାଇ ପାରିବେ।ସୂଚନା ଥାଉ କି ଡାବୁଗାଁ ଅଂଚଳରେ ଡାବୁଗାଁ କୃଷି ବିଭାଗ ତରଫରୁ ସ୍ବୀକୃତିପ୍ରାପ୍ତ ୨୨ ଜଣଙ୍କୁ ସାର ବିକ୍ରୟ ଅନୁମତି ଥିବା ବେଳେ ୩୫ ଜଣଙ୍କୁ ବିହନ ବିକ୍ରୟ ସ୍ବୀକୃତି ମିଳିଛି। ଚଢ଼ାଦରରେ ସାର ବିକ୍ରି ବିଷୟରେ ଜାଣିବା ପରେ ଆମ ପ୍ରାତିନିଧି ଡିଏଫଇ  20-20ର ସରକାରୀ ମୂଲ୍ୟ ବିଷୟରର କୃଷି ଅଧିକାରୀଙ୍କୁ ପଚାରିବାରୁ ବର୍ତ୍ତମାନ ନୂଆ ଦାର 2100ଟଙ୍କା ଥିବା ସୂଚନା ଦେବ ସହ ଯଦି ଖୁଚୁରା ବ୍ୟବସାୟୀ ମାନେ ଚଢ଼ାଦରରେ ସାର ବିକ୍ରି କରନ୍ତି ତେବେ ସେମାନଙ୍କ ପ୍ରତି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି କୃଷି ଅଧିକାରୀ ସୁଧେଷ୍ଣା ଢାଲ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like