-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ

10-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁତୁର୍ଲାର ଧୃବଆନନ୍ଦ ମାଧ୍ୟମିକ ବିଦ୍ୟାଳୟରେ ପରିବେଶ ସଚେତନତା ତଥା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦକୁମାର ବଡପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର, ସମ୍ମାନୀତ ଅତିଥି ଭାବରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, କନ୍ଧକେଲଗାଁ ସେକସନ ଫରେଷ୍ଟର ଆଦିତ୍ୟ ନନ୍ଦ, କୁତୁର୍ଲା ସରପଞ୍ଚଙ୍କ ପ୍ରତିନିଧି ଡମ୍ବରୁ ହରିପାଳ,ବନରକ୍ଷୀ

ପ୍ରଦୀପ ମାଝି ଯୋଗଦେଇଥିଲେ । ସଂପ୍ରତି ବିଶ୍ୱତାପାୟନ ସହିତ ପରିବେଶ ଅସନ୍ତୁଳନକୁ ନେଇ ବିଶ୍ୱବାସୀ ଅତିଷ୍ଠ ହେଲେଣି । ଇୟୁରୋପ ଭଳି ଦେଶରେ ତାପମାତ୍ରା ୪୫ ଡିଗ୍ରୀ ଡେଇଁଲାଣି ଓ ଏହାର ପ୍ରଭାବରେ ହଜାର ହଜାର ଲୋକ ମୃତ୍ୟୁବରଣ କଲେଣି ତାହା ଉଦବେଗର ବିଷୟ । ଆମ ବଲାଙ୍ଗୀର ଜିଲ୍ଲାରେ ପ୍ରତିବର୍ଷ ତାପମାତ୍ରା ୪୬ଡିଗ୍ରୀ ଉପରକୁ ଯାଉଛି । ଜଙ୍ଗଲପରିମାଣ ୩୭% ରୁ ଖସି ୧୭% ରେ ପହଞ୍ଚିଲାଣି । ତେଣୁ ସମସ୍ତେ ସଚେତନ ହୋଇ ବ୍ୟାପକ ମାତ୍ରାରେ ବୃକ୍ଷରୋପଣ କରିବାକୁ ଆହ୍ୱାନ ଦିଆଯାଇଥିଲା । ସଂପ୍ରତି ପ୍ରଧାନମନ୍ତ୍ରୀ ମାଁଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ କରିବାକୁ ଆହ୍ୱାନ ଦେଇଛନ୍ତି । କିନ୍ତୁ ଆମେ ସଂକଲ୍ପ ନେବା ଉଭୟ ମାଁବାପାଙ୍କୁ ଭଲ ପାଇ ଅନ୍ତତଃ ଦୁଇଟି ଗଛ ରୋପଣ କରିବା

ବୋଲି ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦେଇ ଥିଲେ । ଫରେଷ୍ଟର ଆଦିତ୍ୟ ନନ୍ଦ ତାଙ୍କ ବକ୍ତବ୍ୟରେ ବନୀକରଣର ଆବଶ୍ୟକତା ତଥା ସରକାରୀ ବ୍ୟବସ୍ଥା ବିଷୟରେ ସୂଚନା ଦେଇଥିଲେ । ଛାତ୍ରଛାତ୍ରୀ ନିଜସ୍ୱ ଉଦ୍ୟମରେ ନିଜ ନିଜ ଘରବାଡି ତଥା ସ୍କୁଲ ଓ କଲେଜ ମାନଙ୍କରେ ବୃକ୍ଷରୋପଣ କରି ପରିବେଶ ସୁରକ୍ଷାରେ ସହାୟକ ହେବାକୁ ମତପ୍ରକାଶ ପାଇଥିଲା । ଏହି ଅବସରରେ ବିଦ୍ୟାଳୟ କ୍ୟାମ୍ପସରେ ଅତିଥିଗଣ ବୃକ୍ଷରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟାପକ ବିଜୟକୁମାର ଜାଲ, ବଳରାମ ପଧାନ,ହେମନ୍ତକୁମାର ସାହୁ, ନବକିଶୋର ବାରିକ, ସମାଜସେବୀ ସଂଜୀବ ପଧାନଙ୍କ ସହ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଓ କର୍ମଚାରୀଗଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like