-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା

10-Jul-2026



ଶିକ୍ଷା ସମସ୍ୟା ସହ ପଂଚାୟତ ନିର୍ବାଚନ ନେଇ ହେଲା ଆଲୋଚନା

ବଲାଙ୍ଗିର(ପ୍ରେରଣା ଖବର)- ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ଠାରେ ଥିବା ମେହେରପଡା କଲ୍ୟାଣ ମଣ୍ଡପ ଠାରେ ସାଧାରଣ ଜନତାଙ୍କୁ ନେଇ ଏକ ସାଧାରଣ ସଭାରେ ଲୋକଙ୍କ ଅଭିଯୋଗକୁ ନେଇ ଆଲୋଚନା କରିଛନ୍ତି । ଚନ୍ଦନଭାଟିରେ ଥିବା ସରକାରୀ ହାଇସ୍କୁଲ ରେ ଅନେକ ବର୍ଷ ହେଲା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦ୍ୱାରା ସ୍କୁଲ ଚାଲୁଛି । ଏହାକୁ ନେଇ ଧିରେ ଧିରେ ଏହି ଅଂଚଳର ନାଗରିକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି । ନିୟମିତ ପ୍ରଧାନ ଶିକ୍ଷକ ପଦ ଖାଲି ରହୁଥିବା ଏବଂ ଏହି ହାଇସ୍କୁଲ ପିଏମ୍‌ଶ୍ରୀ ଉଚ୍ଚ ବିଦ୍ୟାଳୟ କୁ ଉନ୍ନତି ହୋଇଥିବା

ଦ୍ୱାରା ଏଠାରେ ଶିକ୍ଷାକୁ ନେଇ ସରକାରଙ୍କ ଅନେକ ସବୁ ଯୋଜନା ଲାଗୁ ହୋଇଛି କିନ୍ତୁ ନିୟମିତ ପ୍ରଧାନ ଶିକ୍ଷକ ବିନା ଏହି ସବୁ କାର୍ଯ୍ୟ ସହ ଶିକ୍ଷାଦାନ କୁ ନେଇ ଚାଲିଥିବା କାର୍ଯ୍ୟକ୍ରମ ମଧ୍ୟ ଅନେକାଂଶରେ ବ୍ୟାଘାତ ହେବା ଦେଖାଦେଇଥାଏ ତେଣୁ ଏଠାରେ ଏକ ନିୟମିତ ପ୍ରଧାନ ଶିକ୍ଷକ ପ୍ରଦାନ କରିବାର ବ୍ୟବସ୍ଥା କରେଇବାକୁ ଶ୍ରୀ ମିଶ୍ରଙ୍କ ଆଗରେ ଚନ୍ଦନଭାଟିର ବୁଦ୍ଧିଜିବିମାନେ ଅନୁରୋଧ କରିଥିଲେ । ତା ସହ ଚନ୍ଦନଭାଟି ବାଦିଘୋର ଏବଂ ଆଖପାଖ ଅଂଚଳର ଗ୍ରାମ୍ୟ ରାସ୍ତା ଗୁଡିକର ରକ୍ଷଣାବେକ୍ଷଣରେ ଧ୍ୟାନ ଦେବାକୁ , କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଦତ୍ତ ଭତ୍ତାଗୁଡିକର ଅନିୟମିତତା, ଗ୍ରାମାଞ୍ଚଳରେ ରହୁଥିବା ଆବାସ ଗୃହରେ ରହୁଥିବା ଯୋଗ୍ୟ ହିତାଧିକାରୀଙ୍କ ନାଁ କଟିଯିବାକୁ ନେଇ ଗାଁ ଲୋକଙ୍କ ଭିତରେ ଧିରେ ଧିରେ ଅସନ୍ତୋଷ ତେଜୁଛି । ଏ ସବୁ ସମାଧାନ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଶ୍ରୀ ମିଶ୍ର ଆଲୋଚନା କରି ଏ ସବୁ ସମାଧାନର ବାଟ ଫିଟାଇବେ ବୋଲି ପ୍ରତିଶୃତି ଦେଇଥିଲେ ।

ଆଗାମୀ ବର୍ଷ ପଂଚାୟତ ସ୍ତରୀୟ ନିର୍ବାଚନ ହେବାକୁ ଥିବା ବେଳେ ପଂଚାୟତ ସ୍ତରୀୟ ପ୍ରତିନିଧି ବାଛିବା ବେଳକୁ ବିକାଶର ମନୋବୃତ୍ତି ଥିବା ସ୍ଥାନୀୟ ଲୋକଙ୍କୁ ବାଛିବାକୁ ଶ୍ରୀ ମିଶ୍ର ଅନୁରୋଧ କରିଥିଲେ । ଯେଉଁ ସ୍ଥାନୀୟ ନେତା ଲୋକଙ୍କର ଛୋଟ ଛୋଟ ସମସ୍ୟା ସହିତ ଜଡିତ ହୋଇ ସମ୍ବେଦନ ଶିଳତା ସହ ଲୋକଙ୍କ ସହ ଅଛି ସେଭଳିଆ ଲୋକଙ୍କୁ ଗୁରୁତ୍ୱ ଦିଅନ୍ତୁ ବୋଲି ଶ୍ରୀ ମିଶ୍ର ଅନୁରୋଧ କରିଥିଲେ । ଆଜିର ଏହି ଆଲୋଚନା ସମୟରେ ଲିଙ୍ଗରାଜ ମେହେର, କପିଳେଶ୍ୱର ମେହେର, ଶିବ ମେହେର, ନରେନ୍ଦ୍ର ମେହେର, ଶ୍ୟାମ ମେହେର, ରାମ ପ୍ରସାଦ ମିଶ୍ର, ପ୍ରକାଶ ବରେଇ, ସଂକିର୍ତ୍ତନ ମେହେର ଙ୍କ ସମେତ ଅନେକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like