-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ

10-Jul-2026



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ରାଜ୍ୟ ସଂଘ ର ଆହ୍ୱାନ କ୍ରମେ ଆଜି ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠାରେ ଯୋଗାଣ ସହାୟକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବ୍ଲକ ଯୋଗାଣ ସହାୟକ ସଂଘ ପକ୍ଷରୁ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିତୁଶ୍ରୀ ମେହେର ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ସେମାନଙ୍କ ଅଭିଯୋଗ ଅନୁଯାୟୀ, ୧୬ ଜୁନ୍ ୨୦୨୬ ରେ ରାଜ୍ୟ ସରକାର ଏବଂ ରାଜ୍ୟ ପ୍ରଶାସନ କୁ ଏକ ଲିଖିତ ନୋଟିସ ଦେଇଥିଲେ ଯେ, ଗତ ୧୪ ବର୍ଷ ଧରି ଯୋଗାଣ ସହାୟକ ମାନେ ସେବା ନିଷ୍ଠା ଏବଂ ନିଷ୍ଠାର ସହିତ କରିବା ସତ୍ତ୍ୱେ, ନ୍ୟାର୍ଯ୍ୟ ଦାବି ଗୁଡ଼ିକ ଅପ୍ରତିହତ ରହିଛି। ସରକାର ଙ୍କ ନୂତନ ଭାବ ରେ ପ୍ରଚଳିତ ସିଏମଏୱାଇ ଯୋଜନା କୁ ସମ୍ମାନ ଜଣାଇ ଏବଂ ବୃହତର ଜନସ୍ୱାର୍ଥ କୁ ଦୃଷ୍ଟିରେ ରଖି ଉକ୍ତ ଯୋଜନା ଅଧୀନ ରେ ବଣ୍ଟନ ର ସଫଳ ସମାପ୍ତି ପାଇଁ ସହଯୋଗ ର ପ୍ରତିଶ୍ରୁତି ଦେଇଥିଲେ। ସେହି ସମୟରେ, ସ୍ପଷ୍ଟ ଭାବରେ କହିଥିଲେ ଯେ ଯଦି ଦାବି ଗୁଡିକ ୧୦ ଜୁଲାଇ ୨୦୨୬ ସୁଦ୍ଧା ସମାଧାନ ନହୁଏ, ତେବେ ୧୦ ଜୁଲାଇ ୨୦୨୬ ଠାରୁ ସାମୂହିକ ଛୁଟିରେ ଆଗକୁ ବଢ଼ିବା ପାଇଁ ସାମ୍ବିଧାନିକ ଏବଂ ଗଣତାନ୍ତ୍ରିକ ଅଧିକାର ବ୍ୟବହାର କରିବାକୁ ବାଧ୍ୟ ଏବଂ ଆବଶ୍ୟକ ହେଲେ, ଗଣତାନ୍ତ୍ରିକ ଆନ୍ଦୋଳନକୁ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି।ପୂର୍ବରୁ ସଂଘ ପକ୍ଷରୁ ଓଡ଼ିଶା ରାଜ୍ୟ ଯୋଗଣା ସହାୟକ ସଂଘର ପ୍ରତିନିଧିତ୍ୱର ନକଲ ମାନ୍ୟବର ମୁଖ୍ୟମନ୍ତ୍ରୀ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ, ମୁଖ୍ୟ ସଚିବ ଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ।ଦୀର୍ଘ ୧୪ ବର୍ଷ ହେଲା ସରକାର ଙ୍କ ବିଭିନ୍ନ କାର୍ଯ୍ୟ ରେ ନିୟୋଜିତ ହୋଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ସ୍ଥାୟୀ ନିଯୁକ୍ତି ହୋଇ ନଥିବାରୁ ସେମାନେ ଓ ସେମାନଙ୍କ ପରିବାର ଲୋକେ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ।ଆସନ୍ତା ଜୁଲାଇ ୧୦ ତାରିଖ ଠାରୁ ସମୂହ ଛୁଟି ରେ ରହି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବା ସହ ରାଜ୍ୟ ରାଜଧାନୀ ଭୁବନେଶ୍ବର ର ଲୋୟର ପିଏମଜି ଠାରେ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି । ଦାବିପତ୍ର ଦେବା ସମୟରେ ବଙ୍ଗୋମୁଣ୍ଡା ବ୍ଲକ ଯୋଗାଣ ସହାୟକ ସଂଘ ର ସଭାପତି ଲକ୍ଷ୍ମୀଧର ବାଗ, ସମ୍ପାଦକ ଗୌରାଙ୍ଗ ବାଗ,ଉପଦେଷ୍ଟା ଅଶୋକ କୁମାର ସାହୁ,ବିଦ୍ୟାଧର ବିଭାର, କୁଶମନ ଜାଲ, ତପନ ଚନ୍ଦା,ସଦସ୍ୟ ଲକ୍ଷ୍ମୀକାନ୍ତ ପୁଟେଲ, ଭୋଜରାଜ ପୁଟେଲ, ରେଣୁରଞ୍ଜନ ବାରିକ, ଲୋକନାଥ ମେହେର, ସବିତା ପୁଟେଲ, ଡୋଳାମଣି ସୁନା ପ୍ରମୁଖ ଙ୍କ ସହ  ସଂଘର ବହୁ ସଦସ୍ୟ ମାନେ ସାମିଲ ହୋଇଥିଲେ ।(ଫଟୋ ସହ)


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like