-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି

10-Jul-2026



ବରଗଡ(ତୁଳସୀ ଚରଣ ଦାଶ): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟୟ ହୋଇ ପଡିଥିବା ବେଳେ ବିଜେପି ସରକାରଙ୍କ ଦ୍ଵାରା ଚଳିତ ବର୍ଷ ଛାତ୍ର ଛାତ୍ରୀ ଙ୍କ ପାଇଁ ଦିଆ ଯାଇଥିବା ପାଠ୍ୟ ପୁସ୍ତକ ରେ ସାଙ୍ଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି ।ପିଲା ଙ୍କ ପାଇଁ ଯୋଗାଇ ଦିଆଯାଇଥିବା ପାଠ୍ୟ ପୁସ୍ତକ ରେ ହଜାର ହଜାର ସଂଖ୍ୟା ରେ ତ୍ରୁଟି ରହିଥିବା ବେଳେ ଆମ ରାଜ୍ୟ ଓଡ଼ିଶା ର ଶିକ୍ଷା ବ୍ୟବସ୍ତା ଆଜି ଜାତୀୟ ସ୍ତରରେ ନିନ୍ଦିତ ହୋଇଛି ।ଭୁଲ ବହି ପ୍ରଦାନ କରି ଗଣ ଶିକ୍ଷା ବିଭାଗ ରାଜ୍ୟ ର ଲକ୍ଷାଧିକ ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟତ କୁ ଅନ୍ଧାର କୁ ଠେଲି ଦେଇଛନ୍ତି । ଶିକ୍ଷା ବିଭାଗ ର ଏଭଳି ଅବ୍ୟବସ୍ଥା ବିଚିତ୍ର ପାଠ୍ୟ ପୁସ୍ତକ ପ୍ରଚଳନ ଯୋଗୁଁ ଛାତ୍ର ଛାତ୍ରୀ ମାନେ ଦ୍ଵନ୍ଦ ରେ ରହିଛନ୍ତି ।ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ ଖେଳୁଥିବା ରାଜ୍ୟ ବିଜେପି ସରକାର ଙ୍କ ଏହି ଅକ୍ଷମଣୀୟ ଅପରାଧ  ବିରୁଦ୍ଧ ରେ ବରଗଡ଼ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ଅଭିନବ ଢଙ୍ଗ ରେ ପ୍ରତିବାଦ କରାଯାଇଛି । ଜିଲ୍ଲା ବିଜୁ ଯୁବ ଜନତା ଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସହସ୍ରାଧିକ ଯୁବ ଓ ଛାତ୍ର ଛାତ୍ରୀ ଙ୍କ ସହଭାଗିତା ରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ପୂର୍ବତନ ମନ୍ତ୍ରୀ ରୀତା ସାହୁ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ,ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ,ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ , ସୁନନ୍ଦା ପଣ୍ଡା,କିଶୋର ମିଶ୍ର ଅନୁପ ଶତପଥି, କରନ ସିକନ୍ଦର, ରାଜେଶ ଅଗ୍ରଓ୍ବାଲ,ସତ୍ୟ ନାରାୟଣ ପଣ୍ଡା,ଡୁଲୁ ରାଉତ ଗୌରହରି ମିଶ୍ର ଦେବାନନ୍ଦ ଗଡତିଆ ଟିକାୟତ ମହତ୍ତମ ଜୌସ୍ନା ପାଇକ ନିତୁ ମହାନ୍ନା ପ୍ରଫୁଲ୍ଲ ନାଏକ କବିତା ବେହେରା ସୁନିତି ପଣ୍ଡା ଉଦ୍ଧବ ସେଠ ଅଶ୍ବିନି ଭୋଇ ତନ୍ଦନ ଗୁପ୍ତା ସାନିଲ ନାଏକ ଉମେଶ ପଣ୍ଡା ସଂଜିବ କୋହଲି ଅଶ୍ବିନି ସରାଫ ସୁରୁ ପଧାନ ବେଲାର ମେହେର ପ୍ରମୁଖ ବିଜେପି ସରକାର ଙ୍କ ଶିକ୍ଷା ବିରୋଧୀ ନୀତି ବିରୁଦ୍ଧ ରେ ନିମ୍ବୁଡ଼ା ନିମ୍ବୁଡ଼ା ଗୀତ ପରିବେଷଣ ସହିତ ଝାଲ ମୁଢ଼ି ଓ ଶୁଖୁଆ ଧରି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝି ଙ୍କ ଇସ୍ତଫା ଦାବି କରିଥିଲେ । ସ୍ଥାନୀୟ ଗାନ୍ଧୀ ଛକ ରୁ ଏକ ବିରାଟ  ଶୋଭାଯାତ୍ରା ରେ ବାହାରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପହଞ୍ଚି ସିଧାସଳଖ ନିତ୍ଯାନନ୍ଦ ଗଣ୍ଡକୁଂ ପତ୍ର ମାଧ୍ଯମରେ ନୈତିକତା ଦୃଷ୍ଟିରୁ ଇସ୍ତାଫା ପ୍ରଦାନ ସକାଶେ ଦାବି ପତ୍ର ପ୍ରଦାନ କରିଥିବା  ବେଳେ ଏ ଡି ଏମ ମଧୁ ଛନ୍ଦା ସାହୁ ଦାବି ପତ୍ର ଗ୍ରହଣ କରିଥିଲେ । 
         ----------×××----------


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like