-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ

11-Jul-2026



ନୂଆପଡା(ରାମେଶ୍ୱର ମେହେର): କୃଷକଙ୍କୁ ନକଲି ବିହନ ଓ ସାର ବିକ୍ରି ଏବଂ ଅନିୟମିତତା ରୋକିବା ଉଦ୍ଦେଶ୍ୟରେ ସିନାପାଲି କୃଷି ବିଭାଗ ପକ୍ଷରୁ ବ୍ଲକର ବିଭିନ୍ନ ସ୍ଥାନରେ ଥିବା ପ୍ରାୟ ୪୦ଟି ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଅଚାନକ ଚଢ଼ଉ କରାଯାଇଛି। ଯାଞ୍ଚ ସମୟରେ ଏକାଧିକ ଅନିୟମିତତା ଧରାପଡ଼ିବା ପରେ ୪ଟି ବିକ୍ରୟ କେନ୍ଦ୍ରର ଲାଇସେନ୍ସ ରଦ୍ଦ କରାଯାଇଥିବାବେଳେ ୨ଟି କେନ୍ଦ୍ରକୁ ନିଲମ୍ବିତ କରାଯାଇଛି। ସେହିସହ ଅନ୍ୟ କେତେକ କେନ୍ଦ୍ରକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।
ବ୍ଲକ କୃଷି ଅଧିକାରୀ ସୁଧାଂଶୁ ମେହେରଙ୍କ ନେତୃତ୍ୱରେ ଏହି ଯାଞ୍ଚ ଅଭିଯାନ ଚାଲିଥିଲା। ଯାଞ୍ଚ ପରେ କୁସୁମଯୋର ଗ୍ରାମର ଆଲୋକ ନାଏକ ଓ ସରତ ନାଏକ, ଝାରବନ୍ଦର ଜ୍ଞାନ ନାଏକ ଏବଂ ହାତୀବନ୍ଧାର କ୍ଷୀରୋଦ ମେହେରଙ୍କ ବିକ୍ରୟ କେନ୍ଦ୍ରର ଲାଇସେନ୍ସ ରଦ୍ଦ କରାଯାଇଛି।
ସେହିପରି ସାଗୁନଭାଡ଼ି ଗ୍ରାମର ସାଇଲ ମେହେର ଓ ସିନାପାଲିର ଚନ୍ଦ୍ର ମେହେରଙ୍କ ବିକ୍ରୟ କେନ୍ଦ୍ରକୁ ନିଲମ୍ବିତ କରାଯାଇଛି। ଏହାଛଡ଼ା ପଲସାପଡ଼ାର ବିଜୟ ପାଢ଼ୀ, ନିଲଜିର ଦିନେଶ ଅଗ୍ରୱାଲ, ଖୁମାଲର ଗଜେନ୍ଦ୍ର ନିଆଲ, ଗୋଡ଼ାଲର ଶଙ୍କର ହରିଜନ ଏବଂ ସିନାପାଲିର ରୁପେଶ ମେହେରଙ୍କ ସମେତ ଅନ୍ୟାନ୍ୟ ବିହନ ଓ ସାର ବିକ୍ରୟ କେନ୍ଦ୍ରକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।
ଏହି ଚଢ଼ଉରେ ସହକାରୀ କୃଷି ଅଧିକାରୀ (ଏଏଓ) ତପସ୍ୱିନୀ ମାଝି, ବିଏଫଟି ଶ୍ରୀ ଧାକଡ଼ଙ୍କ ସହ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ। କୃଷକମାନଙ୍କୁ ଗୁଣାତ୍ମକ ବିହନ ଓ ସାର ଯୋଗାଇବା ଏବଂ ଅନିୟମିତତା ରୋକିବା ପାଇଁ ଆଗାମୀ ଦିନରେ ମଧ୍ୟ ଏଭଳି ଯାଞ୍ଚ ଜାରି ରହିବ ବୋଲି କୃଷି ବିଭାଗ ସୂଚନା ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like