-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା

11-Jul-2026



ବରପାଲି, - (ସୁଦାମ ଦୀପ)ବରଗଡ଼ ଜିଲ୍ଲାର ବରପାଲି ବ୍ଲକ ଅନ୍ତର୍ଗତ ମା' ସମଲେଶ୍ୱରୀ ବିଜ୍ଞାନ, ପ୍ରଯୁକ୍ତି ଓ କଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ନିଯୁକ୍ତିମୁଖୀ ଦକ୍ଷତା ବିକାଶ ଉଦ୍ଦେଶ୍ୟରେ ଏକ 'ଚାକିରି ପାଇଁ ଦକ୍ଷତା ବୃଦ୍ଧି' କର୍ମଶାଳା ଆୟୋଜିତ ହୋଇଯାଇଛି। ଫାର୍ମାସିଷ୍ଟ କଲେଜର ଚେୟାରମ୍ୟାନ ନରେନ୍ଦ୍ର କୁମାର ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ଅବସରପ୍ରାପ୍ତ ବାୟୁସେନା ଯବାନ ସରୋଜ ମହାପାତ୍ର ମୁଖ୍ୟ ଅତିଥି, ପ୍ରାକ୍ତନ ଅଧ୍ୟକ୍ଷ ପତିତପାବନ ସାହୁ ମୁଖ୍ୟ ବକ୍ତା ଏବଂ ଗଣଦୃଷ୍ଟିର ମୁଖ୍ୟ ସମ୍ପାଦକ ଉମେଶ ଚନ୍ଦ୍ର ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ କହିଥିଲେ ଯେ, ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଏବଂ ନିରନ୍ତର ପରିଶ୍ରମ ହିଁ ସଫଳତାର ମୂଳମନ୍ତ୍ର। ଜଣେ ଛାତ୍ରଛାତ୍ରୀ ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ସଠିକ୍ ଦିଗଦର୍ଶନ ଓ ଅଧ୍ୟବସାୟ ଆବଶ୍ୟକ ବୋଲି ସେମାନେ ମତ ପ୍ରକାଶ କରିଥିଲେ। ସେହିପରି ଶିକ୍ଷକ, ଅଧ୍ୟାପକ, ଡାକ୍ତର ଓ ସେନାବାହିନୀ ସମେତ ବିଭିନ୍ନ କ୍ଷେତ୍ରରେ କ୍ୟାରିୟର ଗଠନ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା। ସଭାପତି ନରେନ୍ଦ୍ର କୁମାର ହୋତା ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଲକ୍ଷ୍ୟ ନିର୍ଦ୍ଧାରଣ କରି ବିଶେଷକରି ଆଇଏଏସ୍ ପରି ପ୍ରତିଷ୍ଠିତ ସେବାରେ ଯୋଗଦେବା ପାଇଁ ପ୍ରେରଣା ଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରଥମ ବର୍ଷରେ ନାମଲେଖାଇଥିବା ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଶେଷରେ ମହାବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର କର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସହଯୋଗରେ ସଫଳତାର ସହ ଆୟୋଜନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like