-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*

11-Jul-2026



​ (ତ୍ରିନାଥ ବେଶ୍ରା )
ଆତ୍ମଶକ୍ତି ଟ୍ରଷ୍ଟ ଆନୁକୁଲ୍ୟରେ ରାଜ୍ୟର ୧୭ଟି ଜିଲ୍ଲାରେ ଚାଷୀ ସଶକ୍ତିକରଣ ନିମନ୍ତେ ଦୀର୍ଘ ୪ ବର୍ଷ ହେବ 'ପଡ଼ିଆରୁ ବଢ଼ିଆ' ଅଭିଯାନ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଚଳିତ ବର୍ଷ ମଧ୍ୟ କଳାହାଣ୍ଡି ଜିଲ୍ଲାରେ 'ନାଗରିକ ବିକାଶ ସଂଗଠନ'ର ସହଯୋଗରେ ସ୍ଥାନୀୟ ଚାଷୀ ଭାଇ ଓ ଭଉଣୀମାନେ ଏକ ଅଭିନବ ଅଭିଯାନ ଆରମ୍ଭ କରିଛନ୍ତି। ଆଗାମୀ ରବି ଋତୁରେ ମାଗଣା ବିହନ ଯୋଗାଇ ଦେବା ଅନୁରୋଧରେ ଶତାଧିକ ଚାଷୀ ପୋଷ୍ଟକାର୍ଡ ମାଧ୍ୟମରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର କୃଷି ମନ୍ତ୍ରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମାନ୍ୟବର ରାଜ୍ୟପାଳଙ୍କୁ ଚିଠି ଲେଖି ଗୁହାରି ଜଣାଇଛନ୍ତି।
​ଗତ ରବି ଋତୁରେ (ସି.ଆର୍.ଏଫ୍.ଏମ୍. )ଯୋଜନା ଅଧୀନରେ ମାଗଣା ବିହନ ଯୋଗାଣ ଯୋଗୁଁ କଳାହାଣ୍ଡି ଜିଲ୍ଲାର ଚାଷୀମାନେ ଦ୍ଵିତୀୟ ଫସଲ କରି ବେଶ୍ ଉପକୃତ ହୋଇଥିଲେ। ଏଥିପାଇଁ ସଂଗଠନ ପକ୍ଷରୁ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି।

ଏହାସହିତ କେନ୍ଦ୍ର ସରକାରଙ୍କ 'ଆତ୍ମନିର୍ଭର ଚାଷୀ ମିଶନ ୨୦୨୫-୨୬' କୁ ଏକ ପ୍ରଶଂସନୀୟ ଓ ସ୍ଵାଗତଯୋଗ୍ୟ ପଦକ୍ଷେପ ବୋଲି ଅଭିହିତ କରି ଚାଷୀମାନେ ଖୁସି ବ୍ୟକ୍ତ କରିଛନ୍ତି।
​ତେବେ ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଚଳିତ ବର୍ଷ ଅଧିକ ନିବେଶ ଓ ଚାଷ ଖର୍ଚ୍ଚ ଯୋଗୁଁ ଅନେକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଦ୍ଵିତୀୟ ଫସଲ କରିବାରୁ ବଞ୍ଚିତ ହୋଇଛନ୍ତି। ତେଣୁ ଆଗାମୀ ରବି ଋତୁ ପାଇଁ କଳାହାଣ୍ଡି ଜିଲ୍ଲା ର ସମସ୍ତ ଯୋଗ୍ୟ ଚାଷୀଙ୍କୁ ସି.ଆର୍.ଏଫ୍.ଏମ୍. ଯୋଜନା ଅଧୀନରେ ଆସନ୍ତା ଅକ୍ଟୋବର ୧୫ ତାରିଖ ସୁଦ୍ଧା ମାଗଣା ଓ ଗୁଣବତ୍ତାପୂର୍ଣ୍ଣ ବିହନ ଯୋଗାଇ ଦେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ପୋଷ୍ଟକାର୍ଡ ମାଧ୍ୟମରେ ବିନମ୍ର ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like