-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*

12-Jul-2026



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର)
 ଡାବୁଗାଁ ବ୍ଲକ ଡଙ୍ଗରିଗୁଡ଼ା ପଞ୍ଚାୟତ  ବୋରୀପଦର ଗ୍ରାମରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ରାତ୍ର ସମୟରେ ଏକ ଭାଲୁ ବୋରିପଦର ଗ୍ରମରେ  ବୁଲୁଥିବା ଦେଖିବାକୁ ମିଳିଥିଲା । ବହୁ ସମୟ ଧରି ସେ ଗ୍ରାମ ଏବଂ ଆଖ ପାଖ ଅଂଚଳରେ ବୁଲାବୁଲି କରୁଥିବାରୁ ଗ୍ରାମବାସୀ ଡାବୁଗାଁ ବନ ବିଭାଗକୁ ଖବର ଦେଇଥିଲେ।ଡାବୁଗାଁ ବନ ବିଭାଗର ଫରେଷ୍ଟର ପ୍ରଫୁଲ୍ଲ ମାଝୀ ଓ ଅନ୍ୟ କର୍ମଚାରୀଙ୍କ ସହଯୋଗରେ ଭାଲୁକୁ ଘୋଡାଇବାକୁ ଚେଷ୍ଟା କରିଥିଲେ । ପରେ ଭାଲୁ ଟି ପାଖ ରେ ଥିବା ଜଙ୍ଗଲ ମଧ୍ୟକୁ ଚାଲିଯାଇଥିଲା । ଏନେଇ ବୋରିପଦର ଗ୍ରାମରେ ଆତଙ୍କ ଖେଳିଛି । ଭାଲୁଟି ଖାଦ୍ୟ ଅନ୍ୱେଷଣରେ ସେଠାକୁ ଆସିଥିବା ଡାବୁଗାଁ ବନାଞ୍ଚଳ ଅଧିକାରୀ ରମ ଚନ୍ଦ୍ର ଭତ୍ରା ସୂଚନା ଦେଇଛନ୍ତି । ଯଦି ଭାଲୁକୁ ଦେଖନ୍ତି ସଙ୍ଗେ ସଙ୍ଗେ ବନ ବିଭାଗ କୁ ଖବର ଦେବାପାଇଁ ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026

You Might Also Like