-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି

12-Jul-2026



ବଲାଙ୍ଗିର(ପ୍ରେରଣା ଖବର)- ପୃଥିବୀରେ ବସବାସ କରୁଥିବା ପ୍ରାଣୀଜଗତରେ ମଣିଷର ବୁଦ୍ଧି, ବିବେକ ଓ ବିଚାର କରିବାର ଶକ୍ତି ଏବଂ ତାର କଥା କହିବାର ଶକ୍ତି ଅଧିକ ଥିବାରୁ ମଣିଷ ହେଉଛି ଶ୍ରେଷ୍ଠ ଜୀବ। ବର୍ତ୍ତମାନ ସମାଜରେ ବୁଦ୍ଧିଜୀବୀମାନେ ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ ନକରି ଦୀର୍ଘ ନୀରବତା ଅବଲମ୍ବନ କରିବା ସହିତ ଶାସକଗୋଷ୍ଠୀର ଜୟଗାନ ମନୋବୃତ୍ତି ଆମ ସମାଜକୁ ଆହୁରି ଅଧୋପତନ ଆଡକୁ ନେଇଯାଉଛି। ଏଥିପାଇଁ ବୁଦ୍ଧିଜୀବୀମାନଙ୍କୁ ମୁହଁ ଖୋଲିବାକୁ ହେବ, ସମାଜ ପ୍ରତି ଓ ନିଜ କର୍ତ୍ତବ୍ୟ ପ୍ରତି ସଚେତନ ହେବାକୁ ପଡିବ।
ବଲାଙ୍ଗିରର ଅଗ୍ରଣୀ ସାମାଜିକ-ସାହିତ୍ୟିକ-ସାଂସ୍କୃତିକ ଅନୁଷ୍ଠାନ 'ରଚନା'ର ଏ ମାସର ରଚନା ସନ୍ଧ୍ୟା କାର୍ଯ୍ୟକ୍ରମରେ ଏହି ମତ ପ୍ରକାଶ ପାଇଛି। ସ୍ଥାନୀୟ ସଂସ୍କୃତି ଭବନ ସଭାକକ୍ଷରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଅତିଥିବକ୍ତା ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ପ୍ରେମଚାନ୍ଦ ମହାନ୍ତି ଏବଂ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସୁଚାରୁବାଳା ଦେବୀ ଯୋଗଦେଇ କୁରୁସଭା ମଧ୍ୟରେ ହୋଇଥିବା ନାରୀ ନିର୍ଯାତନା ବେଳେ ସମସ୍ତ ବୁଦ୍ଧିଜୀବୀଙ୍କ ନୀରବତା ଯେମିତି ସମଗ୍ର କୁରୁବଂଶ ବିନାଶର କାରଣ ହୋଇଥିଲା, ସେମିତି ବର୍ତ୍ତମାନ ସମୟରେ ମଧ୍ୟ ସମାଜରେ ଘଟୁଥିବା ଅନ୍ୟାୟ ଅତ୍ୟାଚାର ପ୍ରତି ସ୍ୱର ଉତ୍ତୋଳନ ନକରି ବୁଦ୍ଧିଜୀବୀମାନେ ନୀରବଦ୍ରଷ୍ଟା ସାଜିବା ଆଗାମୀଦିନ ପାଇଁ ବିପଦର ସୂଚନା ବୋଲି ମତବ୍ୟକ୍ତ

କରିଥିଲେ। ଯୁବପ୍ରତିଭା ସୁଶ୍ରୀ ପ୍ରତିଶୃତି ନାୟକ ଏବଂ ଜିତେନ୍ଦ୍ର ଛତ୍ରିଆ ଯୁବବର୍ଗ ବୁଦ୍ଧିଜୀବୀମାନଙ୍କୁ ନିଜର ଆଦର୍ଶ ବୋଲି ମାନନ୍ତି ଏବଂ ବୁଦ୍ଧିଜୀବୀମାନେ ସମାଜ ଗଠନରେ ନିଜର କର୍ତ୍ତବ୍ୟ ପ୍ରତି ଉଦାସୀନ ରହିଲେ ଯୁବବର୍ଗ ଶିଖିବେ କଣ ବୋଲି ପ୍ରଶ୍ନ କରିଥିଲେ। ଭାବ ବିନିମୟ କାର୍ଯ୍ୟକ୍ରମରେ ଗୀତିକାର ହୃଷିକେଶ ପୁରୋହିତ ବୁଦ୍ଧିଜୀବୀମାନେ ନିଜର ଦୃଷ୍ଟିକୋଣ ପରିବର୍ତ୍ତନ କରିବା ଆବଶ୍ୟକ ବୋଲି ମତ ଦେଇଥିଲେ। କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ 'ରଚନା'ର ସଭ୍ୟା ସଂଗୀତା ଶେଖର ଦେଓ ଏବଂ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସହସମ୍ପାଦକ ରତ୍ନମୟ ତ୍ରିପାଠୀ। ଏଥିରେ ସହରର ଅନେକ ବୁଦ୍ଧିଜୀବୀ, ସଂସ୍କୃତିପ୍ରେମୀ, ସାହିତ୍ୟିକ ଓ ଯୁବପ୍ରତିଭା ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like